ନୂଆଦିଲ୍ଲୀ: କିଙ୍ଗଫିସର୍ ଏୟାରଲାଇନ୍ସ ଲିମିଟେଡର ମାଲିକ ତଥା ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ସୁପ୍ରିମକୋର୍ଟ ଆଉ ଏକ ଝଟ୍କା ଦେଇଛନ୍ତି। ୟୁନାଇଟେଡ୍ ବ୍ରୁରିଜ୍ ହୋଲ୍ଡିଂ ଲିମିଟେଡ୍ ପକ୍ଷରୁ କର୍ଣ୍ଣାଟକ ହାଇକୋର୍ଟଙ୍କ ଦାଖଲ ହୋଇଥିବା ଆବେଦନକୁ ସୋମବାର ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି।
ଶୁଣାଣି ସମୟରେ ଜଷ୍ଟିସ୍ ୟୁୟୁ ଲଲିତ ଏବଂ ଅଶୋକ ଭୂଷଣଙ୍କ ଏକ ଖଣ୍ଡପୀଠରେ ବିଜୟ ମାଲ୍ୟାଙ୍କ କମ୍ପାନୀକୁ କୌଣସି ପ୍ରକାରେ ସହାୟତା ଦେବାକୁ ମନା କରିଦିଆଯାଇଛି। ଏହା ସହ ଏସବିଆଇର ନେତୃତ୍ୱାଧୀନ ବ୍ୟାଙ୍କଗୁଡିକର କନ୍ସୋର୍ଟିୟମର ପ୍ରତିନିଧିତ୍ୱ କରୁଥିବା ବରିଷ୍ଠ ଆଡଭୋକେଟ ମୁକୁଲ ରୋହତଗୀ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ବିଜୟ ମାଲ୍ୟାଙ୍କ ଠାରୁ ଏପର୍ଯ୍ୟନ୍ତ ୩୬୦୦ କୋଟି ଟଙ୍କା ଆଦାୟ ହୋଇଥିବାବେଳେ ୧୧,୦୦୦ କୋଟି ଟଙ୍କା ବିଜୟ ମାଲ୍ୟାଙ୍କଠାରୁ ଆଦାୟ ହେବା ବାକି ଅଛି।
BREAKING NEWS
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
Comments are closed.