ଗଜପତି : ଗଜପତି ଆର.ଉଦୟଗିରି ଥାନା ଛେଳିଗଡ଼ ଗାଁ ଖ୍ରିଷ୍ଟିୟାନ ସାହିରେ ଅଭାବନୀୟ ଘଟଣା । ବାହାଘର ପ୍ରୋସେସନ ଚାଲିଥିବା ବେଳେ ତହସିଲଦାରଙ୍କୁ ଆକ୍ରମଣ କରିଛନ୍ତି ସ୍ଥାନୀୟ ଲୋକେ । କୋଭିଡ ନିୟମ ଉଲ୍ଲଂଘନ କରି ବାହାଘର ପ୍ରୋସେସନ ଚାଲିଥିଲା । କିନ୍ତୁ ଘଟଣାସ୍ଥଳରେ ଆର.ଉଦୟଗିରି ତହସିଲଦାର ସ୍ମୃତିରଞ୍ଜନ ସତପଥି ପହଞ୍ଚି କାର୍ଯ୍ୟକ୍ରମକୁ ବାରଣ କରିଥିଲେ । ଯାହାକୁ ନେଇ ଲୋକେ ତହସିଲଦାରଙ୍କୁ ଗୋଡାଇ ଗୋଡାଇ ମରଣାନ୍ତକ ଆକ୍ରମଣ କରିଥିଲେ । ଜୀବନ ବଞ୍ଚାଇବାକୁ ଯାଇ ତହସିଲଦାର ଦୌଡି ପଳାଇଥିଲେ । ତହସିଲଦାରଙ୍କୁ ଗୁରୁତର ଅବସ୍ଥାରେ ଆର.ଉଦୟଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।
BREAKING NEWS
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
Comments are closed.