କେନ୍ଦୁଝର : କେନ୍ଦୁଝରରେ ଲଜ୍ଜା । ଗାଁକୁ ରାସ୍ତା ନଥିବାରୁ ପୁଣି ଖଟିଆରେ ବୁହାହେଲେ ରୋଗୀ । କେନ୍ଦୁଝର ବାରିଆ ଥାନା ସିରିକୁଆଁ ଗାଁ ତେନ୍ତୁଳିଖୁଣ୍ଟି ସାହିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗାଁ ର ବୃଦ୍ଧା ପରମେଶ୍ୱର ନାୟକ ଝାଡା ବାନ୍ତିରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଥିଲେ। ଗାଁ କୁ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ନଆସିପାରିବାରୁ। ଦୀର୍ଘ ୨ କିଲୋମିଟର କିଲୋମିଟର ଖଟିଆରେ ବୁହାହେବା ପରେ ଆମ୍ବୁଲାନ୍ସ ସହାୟତାରେ ବୃଦ୍ଧ ଜଣକ ମେଡିକାଲରେ ପହଁଚିଛନ୍ତି। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।
BREAKING NEWS
- ସରକାରୀ ଖଜଣାରୁ ୩ କୋଟି ୬୭ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ, ୨ ଗିରଫ
- Malda Hostage Case:ବିମାନବନ୍ଦରରୁ ମାଲଦା ହିଂସାର ‘ମାଷ୍ଟରମାଇଣ୍ଡ’ AIMIM ନେତା ଗିରଫ, ଅନ୍ୟ ୩୫ ଜଣ ମଧ୍ୟ ବନ୍ଧା ହେଲେ
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
- ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
- Explosion: ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ; ନାବାଳକ ସମେତ ୬ ଜଣ ଗୁରୁତର
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
Comments are closed.