Latest Odisha News

BREAKING NEWS

ଭୀମସାର୍‌ର ୯ ଡାକ୍ତରଙ୍କୁ କରୋନା

ସମ୍ବଲପୁର: ଏବେ କିଲର ଭାଇରସ କରୋନା କବଳରେ କୋଭିଡ ଯୋଦ୍ଧା । ବର୍ଲା ଭୀମସାରର ୯ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ମେଡିସିନ ବିଭାଗର ୯ ଡାକ୍ତରଙ୍କ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ମେଡିସିନ ବିଭାଗର ଓପିଡିକୁ ଆଜି ପାଇଁ ବନ୍ଦ ରଖାଯାଇଛି । ଏନେଇ ଭୀମସାର ନିର୍ଦ୍ଦେଶକ ଡାକ୍ତର ଲଳିତ କୁମାର ମୋହନ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.