ନୂଆଦିଲ୍ଲୀ: ପୁଣି ଥରେ ଫାଶୀ ଟାଳିବାକୁ ନୂଆ ଚାଲ କରିଛନ୍ତି ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟାକାରୀ । ଫାଶୀ ରଦ୍ଦ କରିବାକୁ ହୋଇଛି ଆବେଦନ । ଫାଶୀ ଦଣ୍ଡରୁ ବଂଚିବା ପାଇଁ ଦିଲ୍ଲୀ ଉପରାଜ୍ୟପାଳଙ୍କ ଠାରେ ଅପିଲ କରିଛି ଦୋଷୀ ବିନୟ ଶର୍ମା । ଫଳରେ ପୁଣିଥରେ ଫାଶୀ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି ।
ଆସନ୍ତା ୨୦ ତାରିଖ ସକାଳ ୫ଟା ୩୦ରେ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଫାଶୀ ପାଇଁ ଡେଥ୍ ୱାରେଂଟ ଜାରି କରିଛନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟ । ତେବେ ଏହା ପୂର୍ବରୁ ଫାଶୀ ଟାଳିବାକୁ ଦୋଷୀମାନେ ନୂଆ ଚାଲ ଖେଳିଛନ୍ତି । ମୃତ୍ୟୁ ଦଣ୍ଡ ରଦ୍ଦ କରିବା ସହ ଏହାକୁ ଆଜୀବନ ଜେଲ୍ ଦଣ୍ଡରେ ପରିବର୍ତ୍ତନ କରିବା ପାଇଁ ଅପିଲ କରିଛି ଦୋଷୀ ବିନୟ ଶର୍ମା ।
BREAKING NEWS
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
Comments are closed.