ନୂଆଦିଲ୍ଲୀ: ଭାରତର ଷ୍ଟାର ମହିଳା ରେସଲର ଭିନେଶ ଫୋଗଟଙ୍କ ଆବେଦନ ସିଏଏସରେ ଖାରଜ ହେବା ପରେ ଗୁରୁବାର ସେ ଏକ ଭାବପ୍ରବଣ ପୋଷ୍ଟ ଶେୟାର କରିଛନ୍ତି । ଯାହାକି ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଭିନେଶ ତାଙ୍କ ପୋଷ୍ଟରେ ମ୍ୟାଟ ଉପରେ କାନ୍ଦୁଥିବା ଫଟୋ ଛାଡିବା ସହ ବ୍ୟାକଗ୍ରାଉଣ୍ଡରେ ଗାୟକ ବି ପ୍ରାକଙ୍କ ଗୀତ ମେରୀ ବାରି ତେ ଲଗଦେ, ତୁ ରବା ସୋତା ରହ ଗୟା… ବାଜୁଛି । ପ୍ୟାରିସ ଅଲିମ୍ପିକ୍ସରେ ଭିନେଶ ୫୦ କିଗ୍ରା ବିଭାଗର ଫାଇନାଲରେ ପ୍ରବେଶ କରିଥିଲେ । ତେବେ ଫାଇନାଲ ପୂର୍ବରୁ ଅଧିକ ଓଜନ ଯୋଗୁ ତାଙ୍କୁ ଅଯୋଗ୍ୟ ଘୋଷିତ କରାଯାଇଥିଲା ।
ପରେ ଭିନେଶ ତାଙ୍କୁ ଅତି କମରେ ରୌପ୍ୟ ପଦକ ଦିଆଯାଉ ବୋଲି ସିଏଏସରେ ଆବେଦନ କରିଥିଲେ । ୧୪ ଅଗଷ୍ଟରେ ତାଙ୍କ ଆବେଦନ ଖାରଜ ହୋଇ ଯାଇଥିଲା । ଏବେ ସେ ସ୍ୱିସ ଫେଡେରାଲ ଟ୍ରିବ୍ୟୁନାଲରେ ଆବେଦନ କରିବା ପାଇଁ ପ୍ରସ୍ତୁତି କରୁଛନ୍ତି । ଭିନେଶ ଅଯୋଗ୍ୟ ଘୋଷିତ ହେବା ପରେ ରେସଲିଂରୁ ଅବସର ଘୋଷଣା କରିଥିଲେ ।
BREAKING NEWS
- ଦୁର୍ଗାମେଢ଼ ତିଆରି କରୁଥିଲେ…ଏମିତି ଚାଲିଗଲା ଜୀବନ
- ମହାଷ୍ଟମୀ ଓ ଦଶହରା କେବେ, କେଉଁ ଦିନ କରିବେ ପୂଜା? ପୁଣି ଉପୁଜିଲା ଦ୍ୱନ୍ଦ
- India’s Ambassador To Nepal:ସୁଧାକର ଦଲେଲା କିଏ? ନେପାଳରେ ଭାରତର ନୂତନ ରାଷ୍ଟ୍ରଦୂତ
- କଂଗ୍ରେସ ମହାରାଲି ପାଇଁ ଗ୍ରୀନ୍ ସିଗନାଲ୍: ମିଳିଲା NOC, କମ୍ପିବ ରାମଲୀଳା ମଇଦାନ
- RG Kar Case: ସନ୍ଦୀପ ଘୋଷଙ୍କ ଜାମିନକୁ ନେଇ ତେଜିଲା ରାଜନୈତିକ ହଇଚଇ, CBI ଭୂମିକା ଉପରେ ଉଠିଲା ପ୍ରଶ୍ନ
- କ୍ରିକେଟ୍ର ନୂଆ ଫର୍ମାଟ୍: ଟେଷ୍ଟ ଟ୍ୱେଣ୍ଟି
- ଅଭିଜିତ ଦୀପକେଙ୍କୁ ସର୍ତ୍ତମୂଳକ ଜାମିନ, ଶାନ୍ତି ବଜାୟ ରଖିବା ପାଇଁ ପିସ୍ ବଣ୍ଡ ସ୍ୱାକ୍ଷର
- ମୁମ୍ବାଇ ଇଣ୍ଡିଆନ୍ସ ହେଡ୍ କୋଚ୍ ପଦ ଛାଡ଼ିଲେ ମାହେଲା ଜୟବର୍ଦ୍ଧନେ
- ଟିମ୍ ଇଣ୍ଡିଆକୁ ଆଉ ଫେରିବେ ନାହିଁ ରବୀନ୍ଦ୍ର ଜାଡେଜା ? ୨୦୨୭ ବିଶ୍ୱକପ୍ ଯୋଜନାକୁ ନେଇ ବଡ଼ ଖୁଲାସା
- ବିସିସିଆଇ ସିନିୟର୍ ସିଲେକ୍ସନ୍ କମିଟି: ଅଗରକରଙ୍କ ସ୍ଥାନ ନେଇପାରନ୍ତି ରମେଶ ପାୱାର

Comments are closed.