ଭୁବନେଶ୍ୱର: କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ଗଣମାଧ୍ୟମ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ, ରୂପକ ତୁରୁକଙ୍କ ସ୍ଥାନରେ ବିନୋଦ ମହାପାତ୍ରଙ୍କୁ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ମୁଖ୍ୟ ମୁଖପାତ୍ର ଭାବରେ ନିଯୁକ୍ତି ଦିଆଯାଇଛି। ଏନେଇ ପ୍ରଦେଶ କଂଗ୍ରେସ ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।
BREAKING NEWS
- ତୁମେ ୧୨ ବଲ୍ରେ ଅର୍ଦ୍ଧଶତକ ଲଗାଇ ପାରିଲ ନାହିଁ
- ଭାରତୀୟ ବକ୍ସିଂ ମହାସଂଘରେ ବଡ଼ ବିବାଦ: ଅଜୟ ସିଂଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି
- ୨୫ ବର୍ଷ ପରେ ଇଂଲଣ୍ଡର କୌଣସି ଫୁଟବଲର୍ଙ୍କୁ ମିଳିଲା ବାଲେନ୍ ଡି’ଓର୍ ଆୱାର୍ଡ
- ବାତ୍ୟାକୁ ପ୍ରତିହତ କରିବା ନିମନ୍ତେ ସମ୍ପୂର୍ଣ୍ଣ ପ୍ରସ୍ତୁତ ପ୍ରଶାସନ-ରାଜସ୍ୱ ମନ୍ତ୍ରୀ
- ବାତ୍ୟା ‘ଅର୍ଣ୍ଣବ’ ପାଇଁ ୨୧ ଟ୍ରେନ୍ ବାତିଲ୍ କଲା ECoR
- ୧୯ ବର୍ଷରୁ କମ ମହିଳା କ୍ରିକେଟ: ବିସିସିଆଇ ନିକଟରେ ଅଭିଯୋଗ କଲା ଝାରଖଣ୍ଡ
- ଭାଷାକୁ ବର୍ଣ୍ଣାଶୁଦ୍ଧିରୁ ମୁକ୍ତ କରିବା ପାଇଁ ଡିସେମ୍ବର ୧୪ ‘ଜାତୀୟ ପ୍ରୁଫ୍-ସଂଶୋଧନ ଦିବସ’ ଘୋଷଣା
- ସିଆଇଡି ସ୍ରଷ୍ଟା ବି.ପି. ସିଂହଙ୍କ ପରଲୋକ, ଶ୍ରଦ୍ଧାଂଜଳି ଜଣାଇଲେ ତାରକା
- E-20 ଅପପ୍ରଚାର ପେଡ୍ କ୍ୟାମ୍ପେନ୍ ଥିଲା କହିଲେ କେନ୍ଦ୍ରମନ୍ତ୍ରୀ ଗଡକରୀ
- ଅଭିନେତା ଇମ୍ରାନ ଖାନ୍ ସାମାନ୍ୟ ଆଶ୍ୱସ୍ତ, ନଭେମ୍ବର ୨ ଯାଏଁ ହେବନି କାର୍ଯ୍ୟାନୁଷ୍ଠାନ

Comments are closed.