ଭୁବନେଶ୍ୱର: ଭୋଟରଙ୍କୁ ଖୋଲା ଧମକ ଦେଉଛନ୍ତି କି ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ମହିଳା ପ୍ରାର୍ଥୀ କୌସନି ମୁଖାର୍ଜୀ ? କେତେ ସତ ବିଜେପିର ଏଭଳି ସଙ୍ଗୀନ ଅଭିଯୋଗ ? ଏକ ଭିଡିଓକୁ ନେଇ ଘଟଣା ଘନେଇଥିଲାବେଳେ ଯାଂଚ ଆରମ୍ଭ କରିଥିଲା ଟିମ୍ ଭାଇରାଲ୍ ପୋଷ୍ଟମୋର୍ଟମ୍ । ଶେଷରେ ସାମ୍ନାକୁ ଆସିଥିଲା ଚକିତକର ଖୁଲାସା ।
BREAKING NEWS
- Boarding School:ପିଲାଙ୍କ ଭବିଷ୍ୟତ ପାଇଁ ବୋଡିଂ ସ୍କୁଲ ଛାଡିଥିଲେ ବାପା ମା’, ହଠାତ୍ ବେଡିଂ ବସ୍ତାନି ଧରି ଚାଲି ଚାଲି ଘରମୁହାଁ ହେଲେ ଛାତ୍ରଛାତ୍ରୀ
- ବାଘଛାଲ ଚୋରାଚାଲାଣର ପର୍ଦ୍ଦାଫାଶ, ଗିରଫ ଅଭିଯୁକ୍ତ
- Handloom Day: ‘କିଣନ୍ତୁ, ପିନ୍ଧନ୍ତୁ, ଭିଡିଓ କରନ୍ତୁ…’, GRWM ଟ୍ରେଣ୍ଡରେ ଦେଶୀ ବୁଣାକାରଙ୍କୁ ଦୁନିଆକୁ ଦେଖାଇବାକୁ କହିଲେ ପ୍ରଧାନମନ୍ତ୍ରୀ
- ହିଟ୍ ଆଣ୍ଡ୍ ରନ୍ ମାମଲା: କାରକୁ ଘୋଷାଡ଼ି ନେଲା ଯାତ୍ରୀବାହି ବସ
- ଜଗନ୍ନାଥଙ୍କ ଆନିମେସନ୍ ଫିଲ୍ମ ରିଲିଜ୍ ଉପରେ ଲାଗିଲା ରୋକ୍, ଅଗଷ୍ଟ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି
- ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ, ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
- ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’
- Netanyahu dials PM Modi:ମୋଦୀଙ୍କୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଫୋନ୍ କଲ୍; ସ୍ୱତନ୍ତ୍ର ରଣନୈତିକ ଭାଗୀଦାରୀ ଏବଂ ପଶ୍ଚିମ ଏସିଆର ସ୍ଥିତି ନେଇ ଆଲୋଚନା
- ୨୨ଲକ୍ଷର ସୋସାଇଟି ପାଣ୍ଠି ହଡ଼ପ ଅଭିଯୋଗ;ପୂର୍ବତନ ପାକ୍ସ ସମ୍ପାଦକ ଗିରଫ
- ବିଷାକ୍ତ ଲଙ୍କା: ୨୭ଟି ରାଜ୍ୟରେ ବ୍ୟାପିଲା ସାଲମୋନେଲା ସଂକ୍ରମଣ, ୩୪୫ ଆକ୍ରାନ୍ତ

Comments are closed.