ଭୁବନେଶ୍ୱର: ଚର୍ଚ୍ଚାରେ ଧୋନୀ । ଚର୍ଚ୍ଚାରେ ଧୋନୀଙ୍କ ବୌଦ୍ଧ ଭିକ୍ଷୁକ ଅବତାର । ଆଇପିଏଲ୍ ପୂର୍ବରୁ ଧୋନୀ ଙ୍କ ଏହି ଫଟୋ ସୋସିଆଲ୍ ମିଡିଆରେ ଚହଳ ଖେଳାଇଛି । ହେଲେ ଏହି ଫଟୋ ପଛର ଅସଲ କାହାଣୀ କ’ଣ ? କାହିଁକି ଧୋନୀ ନେଇଛନ୍ତି ଏପରି ବିଚିତ୍ର ଅବତାର ? ସତରେ କ’ଣ ସେ ବୌଦ୍ଧ ଧର୍ମ ଗ୍ରହଣ କରିଛନ୍ତି ନା ଏହା ଏକ ଗୁଜବ ମାତ୍ର ?
BREAKING NEWS
- Trump Warns Iran Again: ଇରାନକୁ ଟ୍ରମ୍ପଙ୍କ ଖୋଲା ଧମକ, ୨୦ ଗୁଣା ଅଧିକ ହେବ ଆକ୍ରମଣ…
- Trump called Putin: ଯୁଦ୍ଧ ଭିତରେ ପୁଟିନଙ୍କୁ ଫୋନ୍ ଲଗାଇଲେ ଟ୍ରମ୍ପ
- ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ବହିକୁ ନେଇ କ୍ଷମା ମାଗିଲା NCERT
- ଶୀଘ୍ର ଶେଷ ହେବ ଇରାନ ଯୁଦ୍ଧ
- ବିସ୍ଫୋରଣରେ କମ୍ପି ଉଠିଲା ତେହେରାନ, ଲେବାନନରେ ୮୩ ଜଣ ଶିଶୁଙ୍କ ମୃତ୍ୟୁ
- ଗୁଣିଗାରେଡି ସନ୍ଦେହରେ ମାଡ଼ ଘଟଣାରେ ୧୦ ଗିରଫ
- ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା, ଆଗକୁ ରହିଛି ସୁପର ଏଲ୍ନିନୋ ଭୟ
- ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬
- Trump Urges Australia: ଇରାନ ମହିଳା ଫୁଟବଲ୍ ଦଳକୁ ଶରଣ ଦିଏ… ଟ୍ରମ୍ପ ଅଷ୍ଟ୍ରେଲିଆକୁ କାହିଁକି କଲେ ଅପିଲ?
- First time in History: ପ୍ରଥମ ଥର ଲାଗି ବ୍ଲୁ ଫ୍ଲାଗ୍ ବିଚରେ ଅଲିଭ ରିଡଲେ; ଦେଲା ୧୧୪ ଅଣ୍ଡା
Comments are closed.