ଭୁବନେଶ୍ୱର: ସୋସିଆଲ ମିଡିଆରେ ଭାଇରାଲ୍ ବିଜେପି କର୍ମୀଙ୍କ ପଥରମାଡ ଘଟଣା । ଲୋକେ ଦାବି କରିଛନ୍ତି ଏହି ଭିଡିଓଟି ପଶ୍ଚିମବଙ୍ଗରୁ ଆସିଛି । ହେଲେ ଭିଡିଓର ସତ୍ୟତା କିଛି ଭିନ୍ନ ରହିଛି । ଏକ ସମ୍ବେଦନଶୀଳ ମାମଲାକୁ ନେଇ ବିଜେପି କର୍ମୀ ଏଭଳି କାଣ୍ଡ ଘଟାଇଥିଲାବେଳେ ଦାବି ମୁତାବକ ସ୍ଥାନ ଓ ତାରିଖରେ କିନ୍ତୁ ଯଥେଷ୍ଟ ଫରକ ରହିଛି ।
BREAKING NEWS
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
- ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…
- ଭୋଟର ତାଲିକାରୁ କଟିଲା ୬୩ ଲକ୍ଷ ନାଁ ଦୋହଲି ଯିବ କି ଦିଦିଙ୍କ ଆସନ !
- Gold rate falls: ଖସିଲା ସୁନା ଦର; ଜାଣନ୍ତୁ କ’ଣ ରହିଛି ଦାମ୍
- ବିଜେପିକୁ ବାଏବାଏ କଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ
- ଆଇପିଏଲ: ୩୦୦ କ୍ଲବରେ ସାମିଲ ହେବା ପାଇଁ କୋହଲିଙ୍କୁ ଆବଶ୍ୟକ ୯ ଛକା
Comments are closed.