ମୁମ୍ବାଇ: କରୋନା ମହାମାରୀରେ ଛଟପଟ ହେଉଥିଲା ସାରା ବିଶ୍ୱ । କିଛିଦନର ତ୍ରାହି ପରେ ପୁଣି କଡ ଲେଉଟିଲାଣି କରୋନା । ତଥାପି ସଚେତନ ହେବାକୁ ନାରାଜ ଆଜିର ଆଧୁନିକ ମଣିଷ । ମାସ୍କ ପିନ୍ଧିବାକୁ କହିବାରୁ ପୌରପାଳିକା ମହିଳା କର୍ମଚାରୀ ନିସ୍ତୁକ ମାଡ ମାରିଛନ୍ତି ଅନ୍ୟ ଜଣେ ମହିଳା । ମୁମ୍ବାଇ କାନ୍ଦିୱଲି ଅଂଚଳରେ ଘଟଣାଟି ସାମ୍ନାକୁ ଆସିଛି । ଅନ୍ୟପଟେ ଭିଡିଓଟି ମଧ୍ୟ ଇଣ୍ଟରନେଟ୍ରେ ଭାଇରାଲ୍ ହୋଇଛି ।
BREAKING NEWS
- Puri Police: ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଆଣ୍ଟି-ସ୍ନାଚିଂ ଅଭିଯାନ ଜାରି; ରଥଯାତ୍ରାରୁ ୧୦୩ ସ୍ନାଚର ଗିରଫ, ୨୦୩ମୋବାଇଲ ଉଦ୍ଧାର
- ଆରପାରିରେ କ୍ରିକେଟ ଇତିହାସର ମହାନ ଅଲରାଉଣ୍ଡର
- ବିପଦ ସଙ୍କେତ ଉପରେ ସାପୁଆ ଓ ବଡ଼ଜୋରା ନଈ;ପୋଲ ଉପରେ ୩ଫୁଟ ପାଣି
- ନାବାଳକୁ ଉଲଗ୍ନ କରି ନିର୍ଘାତ ମାଡ଼, ଥାନାରେ ଏତଲା ଦେଲେ ପରିବାର
- ସୋନମ୍ ୱାଂଙ୍ଗଚୁକଙ୍କ ଆମରଣ ଅନଶନ ପ୍ରତି ସମର୍ଥନ ଜଣାଇ ପ୍ରତିବାଦ କରିବ ନାଗରିକ ସମାଜ
- ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ
- ରଥଯାତ୍ରାରେ ଭକ୍ତଙ୍କ ସେବାରେ TPCODL;୧୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କୁ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇଲା
- Puri Rath Yatra 2026:ପୁରୀରେ ଅତ୍ୟଧିକ ଭିଡ଼କୁ ଦେଖି ଡିଜିପିଙ୍କର ଅନୁରୋଧ;ବୃଦ୍ଧ-ଶିଶୁଙ୍କୁ ଆଣନି
- ଚୟନ କମିଟିଙ୍କ ନିଷ୍ପତି ଉପରେ ପ୍ରଶ୍ନ ଉଠାଇଲେ ଅଶ୍ୱୀନ
- “ଷ୍ଟେଟ୍ ସ୍ପେସିଆଲ ସେଲ୍” ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
Comments are closed.