ଟି-୨୦ ବିଶ୍ୱକପ ବିଜୟ ପରେ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ କୋହଲି

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ଷ୍ଟାଇଲିସ୍ ବ୍ୟାଟର ବିରାଟ କୋହଲି ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ବାର୍ବାଡୋସରେ ଚାଲିଥିବା ଟି-୨୦ ବିଶ୍ୱକପର ମ୍ୟାଚ ପରେ ସେ ଅବସର ବାବଦରେ ଘୋଷଣା କରିଛନ୍ତି। ଟିମ୍ ଇଣ୍ଡିଆ ବିଶ୍ୱକପ୍ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରିଛି। ଭାବ ବିହୋଳ ହୋଇ ଅବସର ଘୋଷଣା କରିଛନ୍ତି ବିରାଟ କୋହଲି। ଏହା ତାଙ୍କର ଶେଷ ଟି-୨୦ ବିଶ୍ୱକପ୍ ଥିଲା। ଏହା ହିଁ ଆମେ ହାସଲ କରିବାକୁ ଚାହୁଁଥିଲୁ ବୋଲି … Continue reading ଟି-୨୦ ବିଶ୍ୱକପ ବିଜୟ ପରେ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ କୋହଲି