ମୁମ୍ବାଇ: ଅଧିନାୟକ ଭାବେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲୀ ଟି୨୦ରେ ୧୦୦୦ ରନ ପୂର୍ଣ୍ଣ କରିବା ଗୌରବ ଅର୍ଜନ କରିଛନ୍ତି । ଏହି ତାଲିକାରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଭାରତୀୟ ଖେଳାଳି ଭାବେ କୋହଲିଙ୍କଠାରୁ ଆଗରେ ରହିଛନ୍ତି । କୋହଲି ୩୨ ମ୍ୟାଚରେ ୧୦୦୬ ରନ କରିଥିବା ବେଳେ ଧୋନୀ ୭୨ ମ୍ୟାଚରେ ୧୧୧୨ ରନ ହାସଲ କରିଛନ୍ତି । ଦକ୍ଷିଣ ଆଫ୍ରିକାର ଫାଫ୍ ଡୁ ପ୍ଲେସି ୪୦ ମ୍ୟାଚରେ ୧୨୭୩ ରନ ସଂଗ୍ରହ କରି ଶୀର୍ଷରେ ରହିଛନ୍ତି । ସେହିପରି ଟି୨୦ରେ କୋହଲି ସର୍ବାଧିକ ରନ ସଂଗ୍ରହ କରିବା ରେକର୍ଡ କରିଛନ୍ତି । ସେ ୭୭ ମ୍ୟାଚରେ ୨୬୬୩ ରନ କରିଥିବା ବେଳେ ରୋହିତ ଶର୍ମା ୧୦୪ ମ୍ୟାଚରେ ୨୬୩୩ ରନ ସଂଗ୍ରହ କରିଛନ୍ତି ।
BREAKING NEWS
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ


Comments are closed.