Latest Odisha News

BREAKING NEWS

ଧୋନୀଙ୍କ ଅଲୋଡା ରେକର୍ଡ ସହ ସମକକ୍ଷ ହେଲେ କୋହଲି

ମୋଟେରା: ଚଳିତ ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ଭାରତର ବ୍ୟାଟିଂ ବିପର୍ଯ୍ୟୟ ଘଟିଛି । ରିପୋର୍ଟ ହସ୍ତଗତ ହେଲା ବେଳକୁ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋର ୨୦୫ ରନ ଜବାବରେ ଭାରତ ୪ ଉଇକେଟ ବିନିମୟରେ ୮୪ ରନ ସଂଗ୍ରହ କରିଛି । ଅଧିନାୟକ ବିରାଟ କୋହଲି ଶୂନରେ ଆଉଟ ହୋଇଛନ୍ତି । ଏଥିସହ ସେ ଏକ ଅଲୋଡା ରେକର୍ଡର ଅଧିକାରୀ ହୋଇଛନ୍ତି ।

ଭାରତର ଅଧିନାୟକ ଭାବେ ସେ ସର୍ବାଧିକ ଥର ଶୂନରେ ଆଉଟ ହୋଇଥିବା ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ଉଭୟ ୮ଟି ଲେଖାଁଏ ମ୍ୟାଚରେ ଶୂନରେ ଆଉଟ ହୋଇଛନ୍ତି । କ୍ୟାରିୟରରେ ଦ୍ୱିତୀୟ ଥର ପାଇଁ କୌଣସି ଏକ ଟେଷ୍ଟରେ ୨ଟି ଯାକ ଇନିଂସରେ ଶୂନରେ ଆଉଟ ହୋଇଛନ୍ତି ।

Leave A Reply

Your email address will not be published.