ଭୁବନେଶ୍ୱର: ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାର ଚିନ୍ତା କରିଛନ୍ତି । ସେମାନଙ୍କୁ ଥଇଥାନ କରିବା ପାଇଁ ରାଜ୍ୟ ସରକାର ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ନେବାକୁ ଯାଉଛନ୍ତି । ଏଣିକି ଭିକ୍ଷା ମାଗୁଥିବା ଲୋକଙ୍କ ପାଇଁ ଖୋଲାଯିବ ଧନ୍ଦାମୂଳକ ପ୍ରଶିକ୍ଷଣ କେନ୍ଦ୍ର । ଏନେଇ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା ।
ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ଥଇଥାନ ପାଇଁ ପ୍ରଥମ ପ୍ରର୍ଯ୍ୟାୟରେ ପୁରୀ ଓ ଭୁବନେଶ୍ୱରରେ ଧନ୍ଦାମୂଳକ ପ୍ରଶିକ୍ଷଣ କେନ୍ଦ୍ର ଖୋଲାଯିବ । ଏହା ତାଙ୍କ ଆର୍ଥିକ କଷ୍ଟ ଦୂର କରିବ । ପୁରୀ ଓ ଭୁବନେଶ୍ୱର ପରେ ସାରା ରାଜ୍ୟରେ ଏହି ଧନ୍ଦାମୂଳକ ପ୍ରଶିକ୍ଷଣ କେନ୍ଦ୍ର ଖୋଲାଯିବ ବୋଳି ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି ।
ପୁରୀ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିରକୁ ବିଶ୍ୱ ପର୍ଯ୍ୟଟନ ସ୍ଥଳିରେ ସାମିଲ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଉନ୍ନତିମୂଳକ ପଦକ୍ଷେପ ନେଇଛନ୍ତି । ଏବେ ସରକାର ଭିକାରୀଙ୍କୁ ରୋଜଗାରକ୍ଷମ କରିବା ଓ ସେମାନଙ୍କ ଆର୍ଥିକ ସଂକଟ ଦୂର କରିବା ପାଇଁ ଏଭଳି ନିଷ୍ପତି ନେଇଥିବା ଜଣାପଡିଛି ।
BREAKING NEWS
- Triple Murder Accused Arrested: ଦେବଗଡ଼ ବହୁଚର୍ଚ୍ଚିତ ଟ୍ରିପଲ୍ ମର୍ଡର ଘଟଣା; ଅଭିଯୁକ୍ତ ଗିରଫ
- Chapter on India Women Cricketer: ପାଠ ବହିରେ ଛାତ୍ରଛାତ୍ରୀମାନେ ପଢ଼ିବେ ଏହି ଭାରତୀୟ ମହିଳା କ୍ରିକେଟରଙ୍କ କାହାଣୀ…ପଞ୍ଚମ ଶ୍ରେଣୀ ବହିରେ ଯୋଡି ହେଲା ଅଧ୍ୟାୟ
- ଶୁଭଶ୍ରୀ ମହାରଣାଙ୍କୁ ମିଳିଲା ଅନସୂୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାର
- Odisha Assembly Adjourned on March 16: ଆସନ୍ତା ୧୬ରେ ଚାଲିବନି ବିଧାନସଭା, ରାଜ୍ୟସଭା ପାଇଁ ପଡ଼ିବ ଭୋଟ
- Iran Allows Indian Tanker Pass Hormuz: ବନ୍ଧୁତ୍ୱ ନିଭେଇଛି ଇରାନ, ଭାରତ ଉପରୁ ଟଳିବ ସଂକଟ
- US Places 10 Million Dollar Bounty on Iran Leaders: ଇରାନୀ ନେତାଙ୍କ ଉପରେ ୧୦ ନିୟୁତ ଡଲାର ପୁରସ୍କାର ରଖିଲା ଆମେରିକା, ଅଛି ମୋଜତାବା ଖାମେନେଇଙ୍କ ନାଁ
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
Comments are closed.