ପୁରୀ: ଯୋଗ କଲେ କୋଭିଡ ଯୋଦ୍ଧା । କୋଭିଡକୁ ମାତ ଦେଇଥିବା ଯୋଦ୍ଧାମାନେ ପୁରୀ ବ୍ଲୁଫ୍ଲାଗ ବିଚ୍ରେ ଏକାଠି ହୋଇ ଯୋଗ କରିଛନ୍ତି । ଆଜି ଏଭଳି ଏକ ନିଆରା କାର୍ଯ୍ୟକ୍ରମ ଆୟୋଜନ କରିଥିଲା ଜିଲ୍ଲା ପ୍ରଶାସନ । ଏହି କାର୍ଯ୍ୟକ୍ରମର ନାଁ ରହିଥିଲା ‘ମୋ ବିଚ୍ ମୋ ଯୋଗ’ । ଅନ୍ୟ ଆକ୍ରାନ୍ତଙ୍କୁ ସାହାସ ଯୋଗାଇବା ସହ ଯୋଦ୍ଧଙ୍କ ମନୋବଳ ବଢ଼ାଇବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ସେବାୟତ, ସରକାରୀ କର୍ମଚାରୀ ଓ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ସାମିଲ ହୋଇଥିଲା ।
BREAKING NEWS
- Ayodhya Ram Mandir: ରାମ ମନ୍ଦିରରେ ନମାଜ ପାଠ କରିବାକୁ ଚେଷ୍ଟା; କାଶ୍ମୀରୀ ବ୍ୟକ୍ତି ଅଟକ
- ଟାଟା ଷ୍ଟିଲ୍ କପିଳାସ ହାଫ୍ ମାରାଥନ୍-୨୦୨୬: ବନ୍ୟଜନ୍ତୁ ସୁରକ୍ଷା ପାଇଁ ଦୌଡ଼ିଲେ ୫ ହଜାର ୫୦୦ରୁ ଅଧିକ ପ୍ରତିଯୋଗୀ
- ସୋମନାଥ ସ୍ୱଭିମାନ ପର୍ବ ଅବସରରେ ସ୍ୱର୍ଣ୍ଣାଭ ବେଳାଭୂମିରେ ପ୍ରଭୁ ଶିବଙ୍କ ବିରାଟ ପ୍ରତିକୃତି
- Arms consignment seized:ଗଣତନ୍ତ୍ର ଦିବସ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ; ପାକ୍ ଡ୍ରୋନ ଦ୍ୱାରା ଆସିଥିବା ଅସ୍ତ୍ରଶସ୍ତ୍ର ଜବତ
- କୋଚ ଜନ ଜେଲେଞ୍ଜିଙ୍କ ସହ ସମ୍ପର୍କ ଚ୍ଛିନ୍ନ କଲେ ନୀରଜ ଚୋପ୍ରା
- ସମୁଦ୍ରରେ ଆଉ କୌଣସି ନାପାକ୍ କାର୍ଯ୍ୟ କରିପାରିବେନି ଶତୃ ଦେଶ, ଏହି ଠାରେ ନୂଆ ବେସ୍ ନିର୍ମାଣ କରୁଛି ନୌସେନା..
- ସମ୍ବଲପୁରରେ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିିନିକିଆ ପୂର୍ବରୁ ରିଷଭ ପନ୍ତ ଆଘାତପ୍ରାପ୍ତ
- Naveen Patnaik: ମଣ୍ଡି ଅବ୍ୟବସ୍ଥା ନେଇ ସରକାରଙ୍କ ଉପରେ ବର୍ଷିଲେ ନବୀନ; ‘ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି’
- School Dropouts: ସ୍କୁଲ ଡ୍ରପ୍ଆଉଟ୍ ରୋକିବାକୁ ଏହି ବଡ଼ ପଦକ୍ଷେପ ନେଲେ ରାଜ୍ୟ ସରକାର
Comments are closed.