Latest Odisha News

BREAKING NEWS

ଦେଖନ୍ତୁ ଭିଡ଼ିଓ, ବସରେ ଲାଗିଲା ନିଆଁ

ଭୁବନେଶ୍ୱର: ଭୁବନେଶ୍ୱର ସହିଦନଗର ଠାରେ ବୁଧବାର ଦିନ ଏକ ବସରେ ନିଆଁ ଲାଗିଯାଇଛି ।

ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କାରିବା ସହ ବିସ୍ଫୋରଣ ହେବାରୁ ଏହାକୁ ଅଟକାଇବାକୁ ଚେଷ୍ଟା ଜାରି ରଖିଛନ୍ତି ।

ବସଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିବା ବେଳେ, ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।

Leave A Reply

Your email address will not be published.