ପୁରୀ: ପୁରୀରେ ପଞ୍ଚମହାଦେବଙ୍କ ପାରମ୍ପରିକ ନୀତିରେ ପାଳିତ ହୋଇଯାଇଛି ‘ଶୀତଳ ଷଷ୍ଠୀ’, ଗୁଆଲି ଉତ୍ସବ ।
ଜ୍ୟେଷ୍ଠ କୃଷ୍ଣ ପଞ୍ଚମୀରେ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ସମେତ ସାହିମାନଙ୍କରେ ଥିବା ସମସ୍ତ ଶୈବ ପୀଠରେ ଶିବ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥାଏ। ଏହାର ତତ୍ପର ଦିନ ଅର୍ଥାତ ଜ୍ୟେଷ୍ଠ କୃଷ୍ଣ ଷଷ୍ଠୀ ରେ ଯାହା କି ଶୀତଳ ଷଷ୍ଠୀ ନାମରେ ପରିଚିତ ଏହି ଦିନରେ ମହାଦେବଙ୍କ ଗୁଆଲି ଯାତ୍ରା ହୋଇଥାଏ ।
BREAKING NEWS
- ୧୨୦ କୁଇଣ୍ଟାଲ ଗଞ୍ଜେଇ ଜବତ କଲା ରେଳବାଇ ପୋଲିସ, ୧୬ ଅଭିଯୁକ୍ତ ଗିରଫ
- ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ଆଉ ୪ ଜଣ ଅଭିଯୁକ୍ତ ଗିରଫ
- ବେଆଇନ ହର୍ଣ୍ଣ ବିରୋଧରେ ଏସଟିଏର କଡ଼ା ଚେକିଂ, ଶତାଧିକ ଅମାନିଆଙ୍କ କଟିଲା ଚାଲାଣ
- ଏଥର ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଦେଖିବ ନୂଆ କଂସ
- ଅଷ୍ଟ୍ରେଲିଆରେ ପନ୍ତଙ୍କ ମହାରେକର୍ଡ
- ଗମ୍ଭୀର ଏହି ଯୁବ ଖେଳାଳିଙ୍କୁ କହିଥିଲେ ଦେଶ ପାଇଁ ଗୁଳି ଖାଇବା ପରି ବାଉନ୍ସର ସାମ୍ନା କର
- କିଏ ମାରିବ ଝାଡ଼ଖଣ୍ଡ ବାଜି ?
- ନାବାଳିକା ଦୁଷ୍କର୍ମ ମାମଲା; ଅଭିଯୁକ୍ତକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ କୋର୍ଟ
- ‘ବିଶ୍ୱରେ ଓଡ଼ିଶାର ହସ୍ତକଳା ଓ ହସ୍ତତନ୍ତ ସାମଗ୍ରୀର ବିଶେଷ ପରିଚୟ ରହିଛି’: ମୁଖ୍ୟମନ୍ତ୍ରୀ
- ଦକ୍ୟାଚ ଓଡିଶା: ଭଞ୍ଜ କଳା ମଣ୍ଡପରେ ଆୟୋଜିତ ହେବ ତ୍ରିଦିବସୀୟ ସଂସ୍କୃତ ନାଟ୍ୟ ମହୋତ୍ସବ ‘ଦଶରୂପକମ୍’
Comments are closed.