କାମାକ୍ଷାନଗର : ପାନୀୟ ଜଳ ସମସ୍ୟାକୁ ନେଇ ରାସ୍ତାରୋକ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତି ବିଭାଗ ରାସ୍ତାରେ ମହୁଲା ଛକ ନିକଟରେ ଗରା ବାଲଟି ଥୋଇ ରାସ୍ତାରୋକ କଲେ ଶତାଧିକ ଗ୍ରାମବାସୀ । ଦୀର୍ଘଦୀନ ହେବ ଗ୍ରାମବାସୀ ପାନୀୟ ଜଳ ସମସ୍ୟାକୁ ନେଇ ସ୍ଥାନୀୟ ସରପଞ୍ଚ ଓ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ସୁଧା କୌଣସି ସୁଫଳ ମିଳୁନାହିଁ। ଏଥିପ୍ରତି ସ୍ଥାନୀୟ ରାଜନେତା ଓ ପ୍ରଶାସନ କୌଣସି ନିଘା ନାହିଁ । ଯାହାକୁ ନେଇ ଆଜି ମହୁଲ ସାହିର ଲୋକମାନେ ରାସ୍ତାରୋକ କରିଛନ୍ତି । ଫଳରେ ଗାଡି ମଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ଯେ ପର୍ଯ୍ୟନ୍ତ ପ୍ରଶାସନିକ ଅଧିକାରୀ ମାନେ ହସ୍ତକ୍ଷେପ କରିନାହ।ନ୍ତି । ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଗ୍ରାମବାସୀ କହିଛନ୍ତି।
BREAKING NEWS
- ଖେଳାଳିଙ୍କ ଚାପରେ ନରମିଲା ବିସିବି, ପଦରୁ ହଟିଲେ ନଜମୁଲ ଇସଲାମ
- Community Clash: ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ; ୧୪୪ ଧାରା ଜାରି, ଶାନ୍ତି ବଜାୟ ରଖିବାକୁ ଅପିଲ କଲେ…
- ୧୯୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନରେ ନିଆଁ…
- ସତ ମାନିଲା ଲସ୍କରର ମୁଖ୍ୟ କମାଣ୍ଡର, ‘ଅପରେସନ୍ ସିନ୍ଦୁର ଏକ ବଡ଼ ଆକ୍ରମଣ ଥିଲା, ଆଲ୍ଲା ଆମକୁ ରକ୍ଷା କରିଥିଲେ’
- Flight Tickets 1 Rupee: କେବଳ ୧ ଟଙ୍କାରେ ମିଳୁଛି ବିମାନ ଟିକେଟ୍!, ବଡ଼ ଅଫର୍ ଆଣିଲା ଇଣ୍ଡିଗୋ…
- ବୋମା ଖାଇ ହାତୀ ଗୁରୁତର, ଅନୁଗୁଳରୁ ଉଦ୍ଧାର…
- The Millet Diary: ଓଡ଼ିଆ ଫିଲ୍ମ ‘ଦ ମିଲେଟ ଡାଏରୀ’ର ଟିଜର ରିଲିଜ, ଏହି ଦିନ ହେବ ରିଲିଜ..
- ରାଜ୍ୟ ସରକାରଙ୍କ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ୨୦୨୫-୨୬, ଜାଣନ୍ତୁ କେମିତି କରିବେ ଆବେଦନ…
- IAF Help: ନନ୍ଦା ଦେବୀ ଜାତୀୟ ଉଦ୍ୟାନରେ ଅଗ୍ନିକାଣ୍ଡ;ନିଆଁ ଲିଭାଇବ ଭାରତୀୟ ବାୟୁସେନା
- BBSR Airport: ୨୦୨୫ରେ ଭୁବନେଶ୍ବର ବିମାନବନ୍ଦରରୁ ସର୍ବାଧିକ ଯାତ୍ରୀ ଯାତାୟାତ କରିଛନ୍ତି
Comments are closed.