କାମାକ୍ଷାନଗର : ପାନୀୟ ଜଳ ସମସ୍ୟାକୁ ନେଇ ରାସ୍ତାରୋକ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତି ବିଭାଗ ରାସ୍ତାରେ ମହୁଲା ଛକ ନିକଟରେ ଗରା ବାଲଟି ଥୋଇ ରାସ୍ତାରୋକ କଲେ ଶତାଧିକ ଗ୍ରାମବାସୀ । ଦୀର୍ଘଦୀନ ହେବ ଗ୍ରାମବାସୀ ପାନୀୟ ଜଳ ସମସ୍ୟାକୁ ନେଇ ସ୍ଥାନୀୟ ସରପଞ୍ଚ ଓ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ସୁଧା କୌଣସି ସୁଫଳ ମିଳୁନାହିଁ। ଏଥିପ୍ରତି ସ୍ଥାନୀୟ ରାଜନେତା ଓ ପ୍ରଶାସନ କୌଣସି ନିଘା ନାହିଁ । ଯାହାକୁ ନେଇ ଆଜି ମହୁଲ ସାହିର ଲୋକମାନେ ରାସ୍ତାରୋକ କରିଛନ୍ତି । ଫଳରେ ଗାଡି ମଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ଯେ ପର୍ଯ୍ୟନ୍ତ ପ୍ରଶାସନିକ ଅଧିକାରୀ ମାନେ ହସ୍ତକ୍ଷେପ କରିନାହ।ନ୍ତି । ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଗ୍ରାମବାସୀ କହିଛନ୍ତି।
BREAKING NEWS
- ୭୬ ବର୍ଷରେ ପ୍ରଧାନମନ୍ତ୍ରୀ ମୋଦି; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରେ ମୈତ୍ରୀ ଆନ୍ଦୋଳନ: ଏକ ବିହଙ୍ଗାବଲୋକନ
- ନଦୀକୁ ଡେଇଁ ଆତ୍ମହତ୍ୟା ଘଟଣା;ଟୁଇନସିଟିରେ ୫ବର୍ଷରେ ୫୫ ଜୀବନ….
- ବିକ୍ରମ ପଣ୍ଡାଙ୍କ ବିରୋଧରେ ପୁଣି ରୁଜୁ ହେଲା ନୂଆ ମାମଲା, ସାକ୍ଷୀଙ୍କୁ ଧମକ ଦେବା ଅଭିଯୋଗ
- କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ; ମୃତଦେହ ଧରି ପରିବାରର ଧାରଣା
- ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଏବଂ ଟି୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା
- ଗାଜାରେ ଯୁଦ୍ଧବିଧ୍ୱସ୍ତ ବିଲ୍ଡିଂ ଭୁସୁଡିବାରୁ ୨୧ରୁ ଅଧିକ ମୃତ
- Herbal garden:ଲୁଣା ନଦୀକୂଳରେ ହେବ ହର୍ବାଲ ଗାର୍ଡେନ;ସଂରକ୍ଷିତ ହେବ ଔଷଧୀୟ ଉଦ୍ଭିଦ,ଶିକ୍ଷଣୀୟ ଉଦ୍ଦେଶ୍ୟରେ ବିକଶିତ…
- ଏସିଆନ ଗେମ୍ସ: ଗଙ୍ଗା ନଦୀକୁ ଡେଇଁ ପଡିଥିଲେ ସନ୍ତରଣରେ ଭାରତ ପାଇଁ ପଦକ ଜିତିଥିବା ସଚିନ
- Pak Shahzad Bhatti Network:ଶାହଜାଦ ଭଟ୍ଟି ନେଟୱାର୍କକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା; UAPA ଅଧୀନରେ…

Comments are closed.