ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବାତ୍ୟା ଗୁଲାବର ପ୍ରଭାବ । ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ମାଲକାନଗିରିଠାରୁ ମୋଟୁକୁ ସଂଯୋଗ କରୁଥିବା ପୋଲ ଉପରେ ଦୁଇ ଫୁଟର ପାଣି ପ୍ରବାହିତ ହେଉଛି । କାଙ୍ଗୁରକୋଣ୍ଡା ଓ ଏମଭି-୯୬ ପୋଲ ଉପରେ ଦୁଇ ଫୁଟର ପାଣି ପ୍ରବାହିତ ହେଉଛି । ଫଳରେ ଯାତ୍ରୀ ମାନେ ରାସ୍ତାର ଉଭୟ ପାର୍ଶ୍ୱରେ ଛିଡା ହୋଇ ରହିଥିବା ବେଳେ ପ୍ରଶାସନ ପକ୍ଷରୁ ନାଲି ଫିତା ଲଗାଯାଇ ପୋଲ ପାଖକୁ ନଯିବା ଲାଗି ଜନସାଧାରଣଙ୍କୁ କୁହାଯାଇଛି ।
BREAKING NEWS
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
- Iran US War: ନୌସେନା, ବାୟୁସେନା, ସମଗ୍ର ନେତୃତ୍ୱ…ସବୁ ଶେଷ, ଇରାନ ଉପରେ ବିଜୟ ଘୋଷଣା କଲେ ରାଷ୍ଟ୍ରପତି ଟ୍ରମ୍ପ
- ବାବ୍-ଅଲ୍-ମାଣ୍ଡେବ ପ୍ରଣାଳୀ ବନ୍ଦ ହେଲେ କେଉଁ ଜିନିଷର ଅଭାବ ରହିବ? ଭାରତକୁ କେତେ ପ୍ରଭାବିତ କରିବ..
- Customs Duty Exemption on Petrochemical: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋକେମିକାଲ୍ ଉତ୍ପାଦ ଉପରୁ ସୀମା ଶୁଳ୍କ ଛାଡ଼
- ଚୌଦ୍ବାର ଜେଲରୁ ଫେରାର୍ ଦ୍ବିତୀୟ କଏଦୀ ଗିରଫ
- ସେୟାର୍ ବଜାର୍ ଖୋଲୁ ଖୋଲୁ ତଳକୁ ଖସିଲା ସେନସେକ୍ସ ଓ ନିଫ୍ଟି
- ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ପେଟ୍ରୋଲ ପମ୍ପରେ PUCC ଅନିବାର୍ଯ୍ୟ
- ଆଜି ସରିବ ମାଟ୍ରିକ ଖାତାଦେଖା, ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଫଳ
- ମହାରାଷ୍ଟ୍ରର ଭୟଙ୍କର ଦୁର୍ଘଟଣା, ୮ ମହିଳା ମୃତ
- ଆର୍ଟେମିସ୍-୨ ଚନ୍ଦ୍ର ମିଶନ୍ ଲଞ୍ଚ କଲା ନାସା
Comments are closed.