Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୨ ମାସର ଦରମା ଦାନ କଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ

ଭୁବନେଶ୍ୱର : ବାତ୍ୟା‘ଫନୀ’ରେ କ୍ଷତିଗ୍ରସ୍ତ ଲୋକମାନଙ୍କ ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ନିଜର ୨ ମାସର ଦରମା ଦାନ କରିଛନ୍ତି ମନ୍ତ୍ରୀ ନିରଞ୍ଜନ ପୂଜାରୀ।

ମିଳିଥିବା ସୂଚନାନୁଯାୟୀ ରାଜ୍ୟ ସରକାରଙ୍କ ଜଳସଂପଦ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ନିଜର ୨ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ପ୍ରଦାନ କରିଥିବା ଜଣାପଡିଛି ।

ଆହୁରି ମଧ୍ୟ ସେ ପ୍ରାୟ ୧ ଲକ୍ଷ ୭୩ ହଜାର ୬୦୦ ଟଙ୍କା ଚେକ୍ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ପ୍ରଦାନ କରିଥିବା ନେଇ ସୁତ୍ରରୁ ପ୍ରକାଶ।

Leave A Reply

Your email address will not be published.