Latest Odisha News

BREAKING NEWS

ରାତି ୯ଟା ସୁଦ୍ଧା କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ବୁଧବାର ରାତି ୯ଟା ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି।

ପାଣିପାଗ କେନ୍ଦ୍ରର ସଦ୍ୟତମ ସତର୍କ ସୂଚନାନୁଯାୟୀ ରାଜ୍ୟର ଯେଉଁସବୁ ଜିଲ୍ଲାରେ ବଜ୍ରପାତ ସହିତ ବର୍ଷା ହେବ ସେହିସବୁ ଜିଲ୍ଲାଗୁଡ଼ିକ ହେଲା – ଅନୁଗୁଳ, ବୌଦ୍ଧ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ସମ୍ବଲପୁର, ଦେବଗଡ଼ ଓ ସୋନପୁର।

Leave A Reply

Your email address will not be published.