Latest Odisha News

BREAKING NEWS

ପାଣିପାଗ ବିଭାଗର ସୂଚନା: ୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଏନେଇ ସତର୍କ କରିଛି ଭାରତୀୟ ପାଣିପାଗ ବିଭାଗ । ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ, ରାୟଗଡା ଓ କୋରାପୁଟ ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୬0 କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ କହିଛି ।
Leave A Reply

Your email address will not be published.