ଭୁବନେଶ୍ୱର: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଓଡ଼ିଶା ଛଇଁବ ମୌସୁମୀ । ଯାହାର ପ୍ରଭାବରେ ଚଳିତବର୍ଷ ବର୍ଷାରେ ଭିଜିବ ରଜ । ମାତ୍ର ମୌସୁମୀ ପୂର୍ବରୁ ଲଘୁଚାପ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ଲଘୁଚାପରେ ପରିଣତ ହୋଇଛି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ । ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ବୋଲି ସୂଚନା ମିଳିଛି।
ଏହାର ପ୍ରଭାବରେ ଆସନ୍ତା ଜୁନ ୧୨ ଯାଏଁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଏହାକୁ ଦୃଷ୍ଟିରେ ରଖି ୮ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।
BREAKING NEWS
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
Comments are closed.