Latest Odisha News

BREAKING NEWS

ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ:ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ରହିଛି । ତା ସହ ଘଡଘଡି ଓ ସମ୍ଭାବନା ରହିଛି ।

BjdElectrycity

ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ମଧ୍ୟ ହୋଇପାରେ ।

ପାଣିପାଗ ବିଭାଗ ସୂଚନାନୁସାରେ, ଉତ୍ତର ଓଡ଼ିଶାର କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ବୌଦ୍ଧ, ନୂଆପଡ଼ାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଏଥିପାଇଁ କେତେକ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।

Leave A Reply

Your email address will not be published.