Latest Odisha News

BREAKING NEWS

ଆରପାରିରେ ଦାମୋଦର ରାଉତଙ୍କ ପତ୍ନୀ ସ୍ନେହଲତା

ଭୁବନେଶ୍ୱର : ବିଜେପି ନେତା ଦାମୋଦର ରାଉତଙ୍କ ଧର୍ମପତ୍ନୀ ସ୍ନେହଲତା ମହାପାତ୍ରଙ୍କ ଚିକିତ୍ସାଧିନ ଅବସ୍ଥାରେ ଗୁରୁବାର ସକାଳେ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ଦେହାନ୍ତ ଘଟିଛି ।

ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା।

ସ୍ୱର୍ଗତଃ ସ୍ନେହଲତା ଦୀର୍ଘ ୬ମାସ ହେବ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ରହିଥିଲେ ଏବଂ ଆଜି ସକାଳେ ତାଙ୍କର ଦେହାନ୍ତ ଘଟିଛି ବୋଲି ତାଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ ସୂଚନା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.