ନବରଙ୍ଗପୁର: ଗାଁ ମୁହାଁ ଭାଲୁ । ଆତଙ୍କିତ ଲୋକେ । ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ନାୟକଗୁଡ଼ା ୟୁଭି ୧୧ଗ୍ରାମକୁ ଏକ ଭାଲୁ ପଶିଆସିଛି । ଖାଦ୍ୟ ଅନ୍ୱେଷଣରେ ଭାଲୁ ଗାଁ ମୁହାଁ ହୋଇଥିବା କୁହାଯାଇଛି । ଭାଲକୁ ଟେକା ପଥର ମାରିବାରୁ ନିକଟରେ ଥିବା ଏକ ନିମ୍ବ ଗଛ ଉପରକୁ ଚଢ଼ିଯାଇଛି । ଖବର ପାଇ ବନ ବିଭାଗ ଭାଲୁଟିକୁ ଘଉଡ଼ାଇବା ପାଇଁ ଉଦ୍ୟମ ଜାରି ରଖିଥିଲେ । ସ୍ଥାନୀୟ ଲୋକେ ଭୟବୀତ ଅବସ୍ଥାରେ ଅଛନ୍ତି । ଖୁବ୍ ଶୀଘ୍ର ଭାଲୁକୁ ଜଙ୍ଗଲ ମଧ୍ୟକୁ ଘଉଡ଼ାଇବାକୁ ଦାବି କରିଛନ୍ତି ଗ୍ରାମବାସୀ ।
BREAKING NEWS
- ରାଜ୍ୟରେ ସ୍ଥାପନ ହେବ ୫୧୮୨ ମୋବାଇଲ୍ ଟାୱାର, ଉପକୃତ ହେବ ଏତିକି ଗାଁ..
- କୋହଲି, ରୋହିତଙ୍କ ପାଇଁ ବାୟା ହେଉଛନ୍ତି ବିଦେଶୀ ବୋର୍ଡ
- Is Neena Gupta Pregnant?: ୬୬ ବର୍ଷ ବୟସରେ କ’ଣ ସତରେ ମା’ ହେବାକୁ ଯାଉଛନ୍ତି ନୀନା ଗୁପ୍ତା? ଏମିତି କହିଦେଲେ… ଫ୍ୟାନ୍ସ ବି ଆଚମ୍ବିତ!
- Loot: ବନ୍ଧୁକ ଦେଖାଇ ମାରପିଟ୍ କରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ଠାରୁ ଲୁଟ୍
- ଶୁବଶୀଘ୍ର ଅଗ୍ନିଶମ ସେବା କ୍ଷେତ୍ରରେ ନିଯୁକ୍ତି ପାଇବେ ମହିଳା…
- ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ASI
- LPG cylinder shortage: ଏଲପିଜି ନିଅଣ୍ଟ ନେଇ କଂଗ୍ରେସର ପ୍ରତିବାଦ, ବିଜେପି ମୁଖ୍ୟାଳୟକୁ ନେଇଗଲା ମାଟି ଚୁଲି
- ବେଆଇନ ବାଲି ଚୋରାଚାଲାଣ ଉପରେ ଲାଗିବ ଅଙ୍କୁଶ, ବାଲିଘାଟ ଜଗିବେ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ
- ଭାରତୀୟ ବ୍ୟବସାୟୀଙ୍କ ବଢିବ ଚିନ୍ତା: ପାଣି ବୋତଲ ଉପରେ ପ୍ରଭାବ ପକାଇପାରେ ଇରାନ ଯୁଦ୍ଧ
- ସାବଧାନ ! ଘରୁ ବାହାରିଲେ ଆପଣଙ୍କୁ ଦେବାକୁ ପଡିପାରେ ଟ୍ୟାକ୍ସ
Comments are closed.