Latest Odisha News

BREAKING NEWS

ଡିସେମ୍ବର ପହିଲାରୁ ବିଧାନସଭା ଶୀତ ଅଧିବେଶନ, ୨୬ଟି କାର୍ଯ୍ୟ ଦିବସ

ଭୁବନେଶ୍ୱର: ସେପ୍ଟେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୧ ତାରିଖରୁ ୩୧ ତାରଖ ପର୍ଯ୍ୟନ୍ତ ଚାଲିବ ଶୀତକାଳୀନ ଅଧିବେଶନ  । ଚଳିତ ଅଧିବେସନରେ ମୋଟ ୩୧ଟି ଦିବସ ଥିବାବେଳେ ସେଥିମଧ୍ୟରୁ ୫ଟି ଛୁଟି ଦିବସ ରହିଛି  । ସେହିପରି ମୋଟ ୨୬ଟି କାର୍ଯ୍ୟ ଦିବସ ରହିଛି  ।

ଏନେଇ ଆଜି ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି  । ଯେଉଁଥିରେ ସମ୍ପୂର୍ଣ୍ଣ ଶୀତ ଅଧିବେଶନର କାର୍ଯ୍ୟ ଦିବସ ସମ୍ପର୍କରେ ସୂଚନା ଦିଆଯାଇଛି  । ସମୁଦାୟ ୫ଟି ଛୁଟି ଦିନ ମଧ୍ୟରେ ରହିଛି ୪ଟି ରବି ବାର ଏବଂ ଅନ୍ୟଟି ଏକ୍ସ ମାସ ଛୁଟି ଦିନ  ।

Leave A Reply

Your email address will not be published.