ଢେଙ୍କାନାଳ: ଗାତ ଖୋଲିବା ବେଳେ ଫୁଟିଲା ବୋମା । ବାରହା ଶିକାର ପାଇଁ ରଖାଯାଇଥିବା ବୋମା ଫୁଟିବାରୁ ଜଣେ ମହିଳା ଗୁରୁତର ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ଅନ୍ତର୍ଗତ ତଳସାହିରେ ଏହି ଘଟଣା ଘଟିଛି । ଆହତ ମହିଳା ହେଲେ ଗାଁର ନିରୁପମା ବାରିକ । ତାଙ୍କୁ ଉଦ୍ଧାର କରି ଢେଙ୍କାନାଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶାଗ କିଆରିରେ କାମ କରୁଥିବା ବେଳେ ଫୁଟିଲା ବୋମା । କିଏ ବୋମା ରଖିଥିଲା ସେନେଇ ଆରମ୍ଭ ହୋଇଛି ଖୋଳତାଡ ।
BREAKING NEWS
- ବହୁ ଚର୍ଚ୍ଚିତ ମହିଳା ବାଇକର ହିଟ୍ ଆଣ୍ଡ ରନ୍ ମାମଲା: ରାଜସ୍ଥାନରୁ ଅଭିଯୁକ୍ତ ଡ୍ରାଇଭର ଗିରଫ
- ହାଇଦ୍ରାବାଦର ‘ଗୋଲ୍ଡେନ ଗଣେଶ’; ୨୪ କ୍ୟାରେଟ ସୁନା ଓ ୩.୮୩ ଲକ୍ଷ ହୀରା
- ରାଜ୍ୟରେ ଲାଗୁ ହେବ ୟୁସିସି ! ବଦଳିବ ବହୁତ ନିୟମ, ସମସ୍ତଙ୍କୁ ମିଳିବ ସମାନ ଅଧିକାର
- ୨ ହଜାରରୁ ଅଧିକ UPI ନେଣଦେଣ କଲେ ଲାଗିବ କି ଚାର୍ଜ, ଜାଣନ୍ତୁ କଣ ରହିଛି ନୂଆ ନିୟମ…
- ଏଥିପାଇଁ ଓଡିଶାର ୧୦୬ ଏକର ଜମି ନେବ ଆନ୍ଧ୍ର !
- ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ ଗାନ୍ଧି
- ପୁଣି ଡରାଇଲା ଅକ୍ଟୋବର! ୨୦ ରେ ଲଘୁଚାପ, ଆସୁଛି ୩ଟି ବାତ୍ୟା
- ଓପନ୍ ଏନକ୍ଲୋଜରକୁ ଯିବେ ୫ ଓରାଙ୍ଗଉଟାନ
- Nuakhai 2026: ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ
- ବ୍ରାଣ୍ଡ ” ବୈଭବ ” ବିଜ୍ଞାପନ ପାଇଁ ଦିନକୁ ଦେଢ଼ କୋଟି ରୁ ୨ କୋଟି ରୋଜଗାର

Comments are closed.