ଯାଜପୁର: ଯାଜପୁରରେ ମାତିଛନ୍ତି ଲୁଟେରା । ମହିଳାଙ୍କ ବେକରେ ଛୁରି ଲଗାଇ ଲୁଟିନେଲେ ସୁନା ଚେନ୍। ଯାଜପୁର ଥାନା କୋଦଣ୍ଡପୁର ଅଞ୍ଚଳରେ ଏପରି ଅଘଟଣ ଘଟିଛି । ସୁନ୍ଦରମୁହିଁ ଅଞ୍ଚଳରୁ ଯାଜପୁର ଟାଉନ୍ ଥାନା ଅଭିମୁଖେ ଆସୁଥିବା ଶ୍ରାବଣୀ ପାତ୍ରଙ୍କୁ କୋଦଣ୍ଡପୁର ଅଞ୍ଚଳରେ ଅଟକାଇ ତାଙ୍କ ବେକରୁ ସୁନା ଚେନ୍ ଲୁଟିନେଇଛନ୍ତି ଦୁର୍ବୁତ । ଦୁଇ ଜଣ ଲୁଟେରା ବାଇକରେ ଆସି ଏଭଳି ଲୁଟ୍ କରିଛନ୍ତି। ଦୁଇ ଜଣ ଯୁବକ ହେଲମେଟ୍ ପିନ୍ଧିଥିଲେ। ଲୁଟ୍ କରିବା ପରେ ଉଭୟ ଫେରାର ହୋଇଯାଇଥିଲେ। ଏନେଇ ମହିଳା ଜଣକ ଯାଜପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଜାରି ରଖିଛି।
BREAKING NEWS
- Bhojpuri film:୨୦ ବର୍ଷ ତଳର ସେହି ବ୍ଲକବଷ୍ଟର ଫିଲ୍ମ
- SJFI ସ୍ୱର୍ଣ୍ଣ ଜୟନ୍ତୀ: ଉତ୍ତରାଞ୍ଚଳ ଜିତିଲା ଜେକେ ବୋଷ ଟ୍ରଫି, ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ସମ୍ମାନିତ
- Modi’s Farewell Speech in Rajyasabha: ରାଜ୍ୟସଭା ସାଂସଦଙ୍କ ଉଦ୍ଦେଶ୍ୟରେ ବିଦାୟୀ ଭାଷଣ, ପ୍ରଧାନମନ୍ତ୍ରୀ କହିଲେ, “ରାଜନୀତିରେ କୌଣସି ପୂର୍ଣ୍ଣଚ୍ଛେଦ ନାହିଁ”
- Harbhajan Singh On Mumbai Indians Win: ଭଜିଙ୍କ ଭବିଷ୍ୟବାଣୀ, ଏଥର ମୁମ୍ବାଇ ଇଣ୍ଡିଆନ୍ସ
- Bunker Buster Bombs On Iran Missile Sites: ଭୟଙ୍କର ରୂପ ନେଲା ଯୁଦ୍ଧ! ଇରାନୀ କ୍ଷେପଣାସ୍ତ୍ର ଘାଟି ଉପରେ ବଙ୍କର୍ ବଷ୍ଟର ବୋମା ପକାଇଲା ଆମେରିକା
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
Comments are closed.