ମାଲକାନଗିରି: ମହିଳା ଦିବସରେ ଅସ୍ତ୍ରଶସ୍ତ୍ର ଛାଡି ମୁଖ୍ୟସ୍ରୋତରେ ସାମିଲ ହେବାକୁ ମହିଳା କ୍ୟାଡର ମାଓବାଦୀ ପ୍ରୟାସ କରିଛନ୍ତି । ମାଲକାନଗିରିରେ ଜଣେ ମହିଳା କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ମାଲକାନଗିରି ଏସପିଙ୍କ ପାଖରେ ମହିଳା ମାଓବାଦୀ ଦେବେ ସୋଢ଼ି ଆତ୍ମସମର୍ପଣ କରିଛନ୍ତି । ସୋଢ଼ିଙ୍କ ନାଁରେ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା । ସେ ୨୦୧୨ ମସିହାରୁ ଦରଭା ମାଓ ଡିଭିଜନରେ ସକ୍ରିୟ ଥିଲେ । ତେବେ ଦେବେ ସୋଢ଼ିଙ୍କ ସମେତ ୧୫ ଜଣ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ମାଲକାନଗିରି ଏସପି ସମ୍ମାନିତ କରିଛନ୍ତି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.