ଯାଜପୁର : ପୁଣି ମଦକୁ ବିରୋଧ କଲେ ମହିଳା । ବିଚିତ୍ରପୁର ପଞ୍ଚାୟତରେ ମଦ ବିକ୍ରିକୁ ବିରୋଧ କରି ଥାନାରେ ଅଭିଯୋଗ କଲେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ । ଦୀର୍ଘ ଦିନ ଧରି ପଞ୍ଚାୟତରେ ମଦ ବିକ୍ରି ହେଉଥିବା ଅଭିଯୋଗ କରାଯାଉଥିଲେ ମଧ୍ୟ ପୋଲିସ କିମ୍ବା ଅବକାରୀ ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିଲା। ଫଳରେ ଗାଁ ରେ ବିଭିନ୍ନ ସମୟରେ ନାନା ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ତେଣୁ ଆଜି ମହିଳା ମାନେ ଥାନାରେ ଅଭିଯୋଗ କରିବା ସହିତ ଆଗାମୀ ଦିନରେ ମଦ କାରବାର ସମ୍ପୂର୍ଣ୍ଣ ବନ୍ଦ କରାନଗଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ।
BREAKING NEWS
- Nuakhai 2026: ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ
- ବ୍ରାଣ୍ଡ ” ବୈଭବ ” ବିଜ୍ଞାପନ ପାଇଁ ଦିନକୁ ଦେଢ଼ କୋଟି ରୁ ୨ କୋଟି ରୋଜଗାର
- ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍, ଜାଣନ୍ତୁ କଣ ରହିଛି କାରଣ…
- ୧୯ରୁ ଫେରିଯିବ ମୌସୁମୀ ବାୟୁ…
- ଆକାଶରେ ବିରଳ ଦୃଶ୍ୟ, ଚନ୍ଦ୍ର ପଛରେ ଲୁଚିଗଲା ଶୁକ୍ର
- ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା; ଜାଣନ୍ତୁ କାହିଁକି ଧୁମଧାମରେ କରାଯାଏ ପାଳନ
- ଢାକା ବିଶ୍ୱବିଦ୍ୟାଳୟରେ ଫୋଟୋ ବିବାଦ: ବଙ୍ଗବନ୍ଧୁ ଆଉଟ୍, ଜିନ୍ନା ଇନ୍
- ୮ ମାସରେ ସର୍ବୋଚ୍ଚ ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତି, ଅଗଷ୍ଟରେ ଛୁଇଁଲା ୪.୮%
- Foreigners bypass immigration:ବିମାନବନ୍ଦରରେ ବଡ଼ ଧରଣର ତ୍ରୁଟି;ଇମିଗ୍ରେସନ୍ ପ୍ରକ୍ରିୟାକୁ ଏଡ଼ାଇ ଯାତ୍ରା କଲେ ୩ ଇଟାଲୀୟ ଯାତ୍ରୀ,ମନ୍ତ୍ରଣାଳୟ ଜବାବ ମାଗିଲା
- ଗଣେଶ ପୂଜାରେ ଅଘଟଣା: ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ, ଜଳିପୋଡ଼ି ପାଉଁଶ ହେଲା ସବୁ ସାଜସଜ୍ଜା

Comments are closed.