Latest Odisha News

BREAKING NEWS

ବିଦ୍ୟୁତ ଆଘାତରେ ୬ ଦାଦନଙ୍କର ମୃତ୍ୟୁ

ଗୁଣ୍ଟୁର : ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଲାଙ୍କାଭାନିଦିବାରେ ଅଘଟଣ ଘଟିଛି । ବିଦ୍ୟୁତ ଆଘାତରେ ୬ ଜଣ ଦାଦନଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ୬ ଜଣ ରାୟଗଡ଼ା ଗୁଣୁପୁର ଅଞ୍ଚଳର ବୋଲି ଜଣାପଡିଛି । ଶୁକ୍ରବାର ସକାଳୁ ଚିଙ୍ଗୁଡ଼ି ବନ୍ଧରେ କାମ କରିବାକୁ ଯାଇଥିବା ବେଳେ ଏହି ଅଘଟଣ ଘଟିଛି ।

Leave A Reply

Your email address will not be published.