ନୂଆଦିଲ୍ଲୀ: ଭାରତ, ଆମେରିକା, ବ୍ରିଟେନ ସମେତ ଅନେକ ଦେଶରେ କରୋନା ଭୂତାଣୁକୁ ହ୍ରାସ କରିବା ପାଇଁ ଟିକା ଅନୁମୋଦନ କରାଯାଇଛି ଏବଂ କେତେକ ଦେଶରେ ଟୀକାକରଣ ଆରମ୍ଭ ମଧ୍ୟ ହୋଇଛି। କିନ୍ତୁ ତଥାପି କରୋନା ସଙ୍କଟ ସମ୍ପୂର୍ଣ୍ଣ ଦୂର ହୋଇନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଦୁନିଆରେ ୫.୦୭ ଲକ୍ଷ ନୂତନ ମାମଲା ପଞ୍ଜିକୃତ ହୋଇଛି ଏବଂ ୭.୦୯୭ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୮ କୋଟି ୫୪ ଲକ୍ଷ ଅତିକ୍ରମ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ୧୮ ଲକ୍ଷ ୫୦ ହଜାରରୁ ଅଧିକ ଲୋକ କରୋନା ଭୂତାଣୁ ଯୋଗୁଁ ମୃତ୍ୟୁ ବରଣ କରିଛନ୍ତି। ତେବେ ଏହି ବିପଜ୍ଜନକ ରୋଗରୁ ୬୦ ନିୟୁତ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସମୁଦାୟ ସାଢେ ଆଠ କୋଟି ମଧ୍ୟରୁ ୨ କୋଟି ୩୧ ଲକ୍ଷ ଲୋକ ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି।
BREAKING NEWS
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର
- ଋଷ ସହ ବେପାର କଲେ ଭାରତ ସମେତ ୫ ଦେଶ ଗଣିବେ ୧୦୦ ପ୍ରତିଶତ ଟିକସ
- ଅକ୍ଟୋବର ୧୫ରୁ ବଦଳିବ ୟୁପିଆଇ ନିୟମ: ଜାଣନ୍ତୁ ନୂଆ ଏମଡିଆର୍ ଚାର୍ଜ କାହା ଉପରେ ଲାଗୁ ହେବ?
- ୫ ଓରାଙ୍ଗଉଟାନ୍ ଛୁଆ ଉଦ୍ଧାର ମାମଲା: କେଉଁଠି ଲୁଚିଛନ୍ତି ଅଭିଯୁକ୍ତ? ବାଂଲାଦେଶ କିମ୍ବା ନେପାଳ ଖସିଯିବା ନେଇ ସନ୍ଦେହ
- ଇମ୍ରାନ ଜେଲରେ ମରିଯିବେ; ମୁକ୍ତ କରିବାକୁ ଅନୁରୋଧ କଲେ ୭ ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ

Comments are closed.