ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନା ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ, ୬ ଲକ୍ଷ ୫୧ ହଜାର ୩୨୭ ଟି ନୂଆ କରୋନା ମାମଲା ରୁଜୁ ହୋଇଛି, ଯାହା ପରେ ମୋଟ ମାମଲା ୯ କୋଟି ୧୯ ଲକ୍ଷ ୭୬ ହଜାରକୁ ବୃଦ୍ଧି ପାଇଛି। ଅନେକ ଦେଶର କରୋନାର ଦୈନିକ ମାମଲାରେ ହ୍ରାସ ଘଟିଛି। ପୂର୍ବ ତୁଳନାରେ ମୋଟ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି। ଏହା ବ୍ୟତୀତ ଆରୋଗ୍ୟ ହାରରେ ମଧ୍ୟ ଉନ୍ନତି ଘଟିଛି। ବର୍ତ୍ତମାନ ଏହି ସଂକ୍ରମଣ ଦ୍ୱାରା ଆରୋଗ୍ୟ ହୋଇଥିବା ରୋଗୀଙ୍କ ସଂଖ୍ୟା ୬ କୋଟି ୫୮ ଲକ୍ଷ ୫୧୨ କୁ ବୃଦ୍ଧି ପାଇଛି।
BREAKING NEWS
- ଟିମ୍ ଇଣ୍ଡିଆକୁ ଆଉ ଫେରିବେ ନାହିଁ ରବୀନ୍ଦ୍ର ଜାଡେଜା ? ୨୦୨୭ ବିଶ୍ୱକପ୍ ଯୋଜନାକୁ ନେଇ ବଡ଼ ଖୁଲାସା
- ବିସିସିଆଇ ସିନିୟର୍ ସିଲେକ୍ସନ୍ କମିଟି: ଅଗରକରଙ୍କ ସ୍ଥାନ ନେଇପାରନ୍ତି ରମେଶ ପାୱାର
- ଶ୍ରୀଲଙ୍କାରେ ବଡ଼ଧରଣର ବିଦ୍ୟୁତ୍ ସଙ୍କଟ : ଦେଶବ୍ୟାପୀ ବ୍ଲାକ୍ଆଉଟ୍
- Infiltration bid foiled:କୁପୱାଡ଼ାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ; ୨ ଆତଙ୍କବାଦୀ ନିହତ
- Woman Slaps CRPF: ଚାପୁଡା ମାରିଲେ, ଦୁର୍ବ୍ୟବହାର କଲେ…ତ୍ରିରଙ୍ଗା ମାର୍ଚ୍ଚରେ ହଙ୍ଗାମା! CRPF ଯବାନଙ୍କୁ ଚାପୁଡ଼ା ମରା ଭିଡିଓ ଜାରି କଲା ଦିଲ୍ଲୀ ପୋଲିସ
- Kavya Maran Wedding: ହାତକୁ ଦୁଇ ହାତ ହେବେ ସନରାଇଜର୍ସ ମାଲିକାଣୀ! ଗ୍ରୀସ୍ରେ ବାଜିବ ଶାହାନାଇ, ଜାଣନ୍ତୁ କାହାକୁ ବାହା ହେବେ SRH ସୁନ୍ଦରୀ…
- ଶ୍ରମିକ ଚାଲାଣ ଓ ଶୋଷଣ ଅଭିଯୋଗରେ ୫ ଗିରଫ
- ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ; ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ
- Governor Braj Mohan Ram in Bhubaneswar:ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍ ଅନର ପ୍ରଦାନ..
- ଫାର୍ମା କମ୍ପାନୀରେ ଭୟଙ୍କର ବିସ୍ଫୋରଣ, ୫ ମୃତ…

Comments are closed.