ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ମାମଲା ବୃଦ୍ଧି ପାଉଛି। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪ ଲକ୍ଷ ୫୬ ହଜାର ୭୧୦ ଟି ନୂଆ କରୋନା ମାମଲା ରୁଜୁ ହୋଇଛି। ଯାହା ପରେ ମୋଟ ମାମଲା ୯ କୋଟି ୫୯ ଲକ୍ଷ ୭୬ ହଜାର ୧୧୯ କୁ ବୃଦ୍ଧି ପାଇଛି। କରୋନାର ବଢୁଥିବା ମାମାଲା ଏବେ ଚିନ୍ତାର ବିଷୟ ପାଲଟିଛି। କିନ୍ତୁ ଅନେକ ଦେଶର ଦୈନିକ ସଂକ୍ରମଣ ମାମଲାରେ ହ୍ରାସ ଘଟିଛି। ପୂର୍ବ ତୁଳନାରେ ମୋଟ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି। ଏହା ବ୍ୟତୀତ ଆରୋଗ୍ୟ ହାରରେ ମଧ୍ୟ ଉନ୍ନତି ଘଟିଛି। ବର୍ତ୍ତମାନ ଏହି ଭୂତାଣୁ ସଂକ୍ରମଣ ଦ୍ୱାରା ଆରୋଗ୍ୟ ହୋଇଥିବା ରୋଗୀଙ୍କ ସଂଖ୍ୟା ୬ କୋଟି ୮୫ ଲକ୍ଷ ୯୩ ହଜାର ୧୫୯ କୁ ବୃଦ୍ଧି ପାଇଛି।
BREAKING NEWS
- New Amrit Bharat Train In Odisha: ଓଡିଶା ପାଇଁ ରେଳ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଧନ୍ୟବାଦ୍ ଜଣାଇଲେ ମୁଖ୍ୟମନ୍ତ୍ରୀ
- Naveen Patnaik on Middle East Situations: ‘ଓଡ଼ିଆଙ୍କୁ ଫେରେଇ ଆଣନ୍ତୁ…’, ମଧ୍ୟପ୍ରାଚ୍ୟ ଅବସ୍ଥା ନେଇ ଚିନ୍ତା ପ୍ରକଟ କଲେ ନବୀନ, ସରକାରଙ୍କୁ କଲେ ଅନୁରୋଧ
- +୨ ପିଲାଙ୍କ ଇମ୍ପ୍ରୁଭମେଣ୍ଟ ପାଇଁ ନୂଆ ପଦକ୍ଷେପ, ଗୋଟିଏ ବିଷୟରେ ଉନ୍ନତି ପାଇଁ ପରୀକ୍ଷା ସୁଯୋଗ
- ଇରାନ ଆକ୍ରମଣକୁ ପ୍ରଶଂସା: ୫ ପାକିସ୍ତାନୀ, ଜଣେ ବାଂଲାଦେଶୀ ଗିରଫ
- Prize Money For Team India: ବିଶ୍ଵ ଚାମ୍ପିଅନ ଟିମ୍ ଇଣ୍ଡିଆ ପାଇଁ ବିସିସିଆଇର ବଡ଼ ଘୋଷଣା, କୋଟି କୋଟି ଟଙ୍କା ବର୍ଷା…
- Opposition Next Target Poll Panel: ଓମ୍ ବିର୍ଲାଙ୍କ ପରେ ଏବେ ବିରୋଧୀଙ୍କ ଟାର୍ଗେଟରେ ମୁଖ୍ୟ ନିର୍ବାଚନ କମିଶନ, ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ଦେବେ ନୋଟିସ!
- Trump Warns Iran Again: ଇରାନକୁ ଟ୍ରମ୍ପଙ୍କ ଖୋଲା ଧମକ, ୨୦ ଗୁଣା ଅଧିକ ହେବ ଆକ୍ରମଣ…
- Trump called Putin: ଯୁଦ୍ଧ ଭିତରେ ପୁଟିନଙ୍କୁ ଫୋନ୍ ଲଗାଇଲେ ଟ୍ରମ୍ପ
- ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ବହିକୁ ନେଇ କ୍ଷମା ମାଗିଲା NCERT
- ଶୀଘ୍ର ଶେଷ ହେବ ଇରାନ ଯୁଦ୍ଧ
Comments are closed.