ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ମହାମାରୀ ଏକ ଭୟଙ୍କର ରୂପ ନେଇସାରିଛି। ଏହି ଭୂତାଣୁ ଜନିତ ବିପଦ ଦିନକୁ ଦିନ ରେକର୍ଡ ସ୍ତରରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ରେକର୍ଡ ୬ ଲକ୍ଷ ୫୬ ହଜାର ନୂତନ କରୋନା ମାମଲା ରିପୋର୍ଟ ହୋଇଛି। ଏଥିସହିତ ୯ ହଜାର ୯୪୨ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାରେ ପରିସ୍ଥିତି ମଧ୍ୟ ଅତ୍ୟନ୍ତ ଖରାପ। ପ୍ରତିଦିନ ଅଢେଇରୁ ଦୁଇ ଲକ୍ଷ ମାମଲା ଆସୁଛି।
ୱାର୍ଲଡ୍ ମିଟର ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ବିଶ୍ୱରେ ୫ କୋଟି ୩୭ ଲକ୍ଷ ୩୨ ହଜାର ମାମଲା ରିପୋର୍ଟ ହୋଇଛି। ଏଥି ସହିତ, ଏପର୍ଯ୍ୟନ୍ତ ୧୩ ଲକ୍ଷ ୮ ହଜାର ୫୬୫ ଜଣଙ୍କର ମୃତ୍ୟୁ ହୋଇଛି। ୩୭ ନିୟୁତ ଲୋକ ଆରୋଗ୍ୟ ଲାଭ କରିଥିବାବେଳେ ୧ କୋଟି ୪୯ ଲକ୍ଷ ରୋଗୀ ଚିକିତ୍ସିତ ହେଉଛନ୍ତି।
BREAKING NEWS
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
Comments are closed.