Latest Odisha News

BREAKING NEWS

ଟସରେ ଜିତି ଭାରତର ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି

ଓଭାଲ: ଆଜି ସ୍ଥାନୀୟ ଓଭାଲଠାରେ ଅନୁଷ୍ଠିତ ହେଉଛି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱକପ ମ୍ୟାଚର ସବୁଠୁ ଅଧିକ ପ୍ରତିଦ୍ୱନ୍ଦ୍ୱିତାମୂଳକ ମ୍ୟାଚ । ପ୍ରଥମେ ଟସରେ ଜିତି ଭାରତୀୟ କପ୍ତାନ ବିରାଟ କୋହଲୀ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ଟିମ୍ ଇଣ୍ଡିଆ ଓପନର୍ ରୋହିତ ଶର୍ମା ଓ ଶିଖର ଧାୱନ ଦଳର ବ୍ୟାଟିଂ ଓପନ କରିଛନ୍ତି ।

ଟିମ୍ ଇଣ୍ଡିଆ: ଭାରତୀୟ ଦଳ: ବିରାଟ କୋହଲୀ (ଅଧିନାୟକ), ରୋହିତ ଶର୍ମା (ଉପ ଅଧିନାୟକ), ଶିଖର ଧାୱନ, ମହେନ୍ଦ୍ର ସିଂହ ଧୋନୀ, ରବୀନ୍ଦ୍ର ଜାଡ଼େଜା, ଜଶପ୍ରିତ୍ ବୁମରା, ୟୁଜବେନ୍ଦ୍ର ଚହଲ, କେଦାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ଦିନେଶ କାର୍ତ୍ତିକ, କୁଲଦୀପ ଯାଦବ, ଭୁବନେଶ୍ୱର କୁମାର, ମହମ୍ମଦ ସାମ, କେ ଏଲ ରାହୁଲ ଓ ବିଜୟ ଶଙ୍କର ।

 

Comments are closed.