ଲଣ୍ଡନ: କ୍ରିକେଟ ମହାକୁମ୍ଭ ୨୦୧୯ ଆଇସିସି ବିଶ୍ୱକପ କ୍ରିକେଟରେ ଭାରତ ଆଜି ତା’ର ଅଭିଯାନ ଆରମ୍ଭ କରୁଛି । ବିରାଟ ବାହିନୀ ବିଶ୍ୱକପର ପ୍ରଥମ ମ୍ୟାଚରେ ଭେଟୁଛି ଦକ୍ଷିଣ ଆଫ୍ରିକା ଦଳକୁ ।
ବିଶ୍ୱକପର ପ୍ରମୁଖ ଦାବିଦାର ଦଳଭାବେ କ୍ରିକେଟ ପଣ୍ଡିତମାନେ ଆଜିର ମ୍ୟାଚକୁ ଅପେକ୍ଷା କରିଛନ୍ତି ।
କ୍ରିକେଟ ବିଶାରଦମାନେ ଅଷ୍ଟ୍ରେଲିଆ, ଇଂଲଣ୍ଡ, ପାକିସ୍ତାନ, ୱେଷ୍ଟଇଣ୍ଡିଜ ତଥା ନ୍ୟୁଜିଲାଣ୍ଡ ପରି ଶକ୍ତିଶାଳୀ ଦଳଗୁଡ଼ିକର ଖେଳକୁ ପରଖି ସାରିଲେଣି । ବିଶ୍ୱକପ ଆରମ୍ଭ ହେବାର ୫ ଦିନ ପରେ ଟିମ୍ ଇଣ୍ଡିଆ ତା’ର ପ୍ରଥମ ମ୍ୟାଚ ଖେଳିବାକୁ ଯାଉଛି ।
BREAKING NEWS
- ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ଟି୨୦ ବିଜୟ ପାଇଁ ଟିମ ଇଣ୍ଡିଆ ଅପେକ୍ଷା କରିଥିଲା ୧୦ ବର୍ଷ
- କେମିକାଲ ଓ ପେଟ୍ରୋକେମିକାଲ୍ସ ହବ୍ ହେବାକୁ ଓଡ଼ିଶାର ଉଦ୍ୟମ; ଶିଳ୍ପପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ
- ମଦ ନେଲା ଜୀବନ;କକାର ଟାଙ୍ଗିଆ ଚୋଟରେ ପୁତୁରାର ଜୀବନ ଗଲା
- ରଣଜୀ ଟ୍ରଫି: କେରଳଠାରୁ ପରାସ୍ତ ହେଲା ଓଡ଼ିଶା
- ଆପଣମାନେ ଜେନ୍-ଜି ନୁହଁନ୍ତି : ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କ ଆବେଦନ ଶୁଣାଣି ସମୟରେ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ଟିପ୍ପଣୀ
- ନ୍ୟୁଜିଲାଣ୍ଡ ପାଇଁ ବଡ଼ ବିପଦ ସାଜିଛନ୍ତି ଭୁବନେଶ୍ୱର କୁମାର
- ଲେଜର ରଶ୍ମିର କମାଲ: ପ୍ଲାଷ୍ଟିକରୁ ତିଆରି ହେଲା ହୀରା
- ସୌଭାଗ୍ୟ ଥିଲେ ମହାପ୍ରଭୁଙ୍କ ଦର୍ଶନ ମିଳେ: ପବିତ୍ର ବିଜୟା ଦଶମୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଅଭିନେତା ଗୋବିନ୍ଦା
- ବିସିସିଆଇ ସଭାପତିଙ୍କ ବଡ଼ ବୟାନ: ବୟସ ନୁହେଁ, ଫିଟନେସ୍ ଓ ଫର୍ମ ଦେଖି ରୋହିତ-ବିରାଟଙ୍କ ଚୟନ ହେବ
- ଜନ ସମୁଦ୍ରରେ ଶେଷ ହେଲା ଯୋଡି ଛତର ଯାତ୍ରା


Comments are closed.