ବ୍ରହ୍ମପୁର: ବ୍ରହ୍ମପୁରର ବାଲୁକା ଶିଳ୍ପୀ ସତ୍ୟନାରାୟଣ ମହାରଣାଙ୍କ ବିରଳ କଳା କୃତି। ମାତ୍ର ୧ ଏମଏମ ଲମ୍ବ ହକି ଷ୍ଟିକ୍ ତିଆରି କରିଛନ୍ତି। ଓଡ଼ିଶାରେ ବିଶ୍ୱକପ୍ ହକି ଆୟୋଜନ ଅବସରରେ ସତ୍ୟଙ୍କ କଳାକୃତି କାଠରେ ୨ଟି ହକିଷ୍ଟିକ୍ ତିଆରି କରିଛନ୍ତି ଯାହାର ଲମ୍ବ ୧ଏମ୍ଏମ୍ ଏବଂ ଓସାର ୫ଏମ୍ଏମ୍। ଅନ୍ୟଟିର ଲମ୍ବ ୧ଏମ୍ଏମ୍ ଏବଂ ଓସାର ୧ସିଏମ୍ ରଙ୍ଗ ଦେଇଛନ୍ତି। ଏହାକୁ ତିଆରି କରିବାକୁ ୩୦ମିନିଟ୍ ସମୟ ଲାଗିଛି। ଏହା ଆଗାମୀ ଦିନରେ ଏସିଆ ବୁକ୍ ଅଫ୍ ରେକର୍ଡସ୍ ସହ ଅନେକ ରେକର୍ଡସ୍ କରିବ ବୋଲି ଆଶା ରଖିଛନ୍ତି ସତ୍ୟ।
BREAKING NEWS
- Sonia Gandhi Discharged From Hospital: ସୁସ୍ଥ ହୋଇ ଘରକୁ ଫେରିଲେ ସୋନିଆ ଗାନ୍ଧୀ
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
- Odisha Weather Alert: ଆହୁରି ୪ ଦିନ କାଳବୈଶାଖୀ ବର୍ଷା, ୫୦ କିମି/ଘଣ୍ଟା ବେଗରେ ବହିବ ପବନ
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
- ଗ୍ୟାସ ସିଲିଣ୍ଡର୍ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ଚଢ଼ାଉ
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
Comments are closed.