ସାଉଥାମ୍ପଟନ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ପ୍ରଥମ ଦିବସ ଖେଳ ବାତିଲ ହୋଇଛି । ପୂର୍ବରୁ ବର୍ଷା ହେବା ନେଇ ସମ୍ଭାବନା ବ୍ୟକ୍ତ କରାଯାଇଥିଲା । ଦିନ ଯାକ ପ୍ରବଳ ବର୍ଷା ହେବା ଯୋଗୁ ଟସ ପକାଯିବା ମଧ୍ୟ ସମ୍ଭବପର ହୋଇ ନ ଥିଲା । ଆସନ୍ତା କାଲି ପାଗ ଅନକୂଳ ରହିଲେ ଟସ୍ ପକାଯିବା ସହ ମ୍ୟାଚ ଆରମ୍ଭ ହେବ । ଫାଇନାଲ ମ୍ୟାଚ ପାଇଁ ୨୩ ତାରିଖକୁ ରିଜର୍ଭ ଡେ ଭାବେ ରଖାଯାଇଛି ।
ତେବେ ଯାହ ଜଣାପଡୁଛି ବର୍ଷା ନିଶ୍ଚିତ ଭାବେ ଏହି ଟେଷ୍ଟରେ ବାଧା ସୃଷ୍ଟି କରିବ । ଯଦି ମ୍ୟାଚ ଖେଳାଯିବା ସମ୍ଭବପର ନ ହୁଏ ତାହାହେଲେ ଉଭୟ ଟିମକୁ ଯୁଗ୍ମ ବିଜେତା ଘୋଷଣା କରାଯିବ । ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକଲେ ଭନ ଭାରତକୁ ବର୍ଷା ବଂଚାଇ ଦେଲା ବୋଲି କହିଛନ୍ତି ।
BREAKING NEWS
- Ganja Seized: ୮୦ କେଜି ଗଞ୍ଜେଇ ଜବତ, ବନ୍ଧାହେଲା ଅଭିଯୁକ୍ତ
- Sushila Tiriya: ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ
- Budget 2026: ଜନଜାତିଙ୍କ କଲ୍ୟାଣ ପାଇଁ ଏକ ପରିବର୍ତ୍ତନଶୀଳ ବଜେଟ୍…ଓଡ଼ିଶାକୁ ଲାଭବାନ କରିବ: ଜୁଏଲ ଓରାମ
- Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ
- ଟି୨୦ ବିଶ୍ୱକପ: ଭାରତ ସହ ଖେଳିବନି ପାକିସ୍ତାନ
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
- ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
Comments are closed.