Latest Odisha News

BREAKING NEWS

ୱାଇ.କେ ଜେଠୱାଙ୍କୁ ଓଡ଼ିଶା କ୍ରାଇମବ୍ରାଞ୍ଚ ଏଡିଜି ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ୧୯୯୪ ବ୍ୟାଚର ବରିଷ୍ଠ ଆଇପିଏସ୍ ଅଫିସର ୱାଇ.କେ ଜେଠୱା ଅତିରିକ୍ତ ଭାବେ କ୍ରାଇମବ୍ରାଞ୍ଚ ଏଡିଜି ଦାୟିତ୍ୱ ତୁଲାଇବେ ।

BjdElectrycity

କ୍ରାଇମବ୍ରାଞ୍ଚ ଏଡିଜି ଦାୟିତ୍ୱରେ ଥିବା ବରିଷ୍ଠ ଆଇପିଏସ୍ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଟ୍ୱିନ୍ ସିଟିର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଇପିଏସ୍ ୱାଇ.କେ ଜେଠୱାଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

୨୦୨୦ ସେପ୍ଟେମ୍ବରରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୱାଇ.କେ ଜେଠୱା ଏବେ ଆଇନ୍ ଶୃଙ୍ଖଳା ପରିସ୍ଥିତିର ଅତିରିକ୍ତ ମହାନିର୍ଦ୍ଦେଶକ ଅଛନ୍ତି ।

Leave A Reply

Your email address will not be published.