ମୁମ୍ବାଇ : ବଲିଉଡ୍ ବିୟୁଟି ୟାମି ଗୌତମ ନିଜ ଜନ୍ମଦିନକୁ ସ୍ପେଶାଲ ଅନ୍ଦାଜରେ ସେଲିବ୍ରେସନ କରିଛନ୍ତି । ୟାମି ଗୌତମ ବିବାହ ପରେ ତାଙ୍କର ପ୍ରଥମ ଜନ୍ମ ଦିନ ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ଆଜି ୟାମି ତାଙ୍କର ୩୩ ତମ ଜନ୍ମଦିନ ପାଳୁଛନ୍ତି । ହେଲେ ଏହି ବର୍ଷ ଜନ୍ମଦିନକୁ ସ୍ପେଶାଲ ଅନ୍ଦାଜରେ ସେଲିବ୍ରେସନ କରିଛନ୍ତି ୟାମି । ବର୍ଥ ଡେ କୁ ନିଜ ହବି ଓ ଇନ ଲସ୍ ଙ୍କ ସହିତ ସେଲିବ୍ରେସନ କରିଛନ୍ତି ୟାମି ।ଏହି ସବୁ ଫଟୋକୁ ନିଜ ଇଷ୍ଟାଗ୍ରାମ ପେଜରେ ସେୟାର କରିଛନ୍ତି ୟାମି । ଏବର୍ଷ ବର୍ଥଡେ ଅତି ସ୍ମରଣୀୟ ଥିଲା ବୋଲି ସେ କ୍ୟାପସନ ଲେଖିଛନ୍ତି । ଏହି ଅବସରରେ ତାଙ୍କ ପତି ଆଦିତ୍ୟ ଧାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ୟାମି ।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.