ଉତ୍ତରାଖଣ୍ଡ: ମେ ୧୪ରେ ଖୋଲିବ ଯମୁନୋତ୍ରୀ ଧାମର ଦ୍ୱାର । ଗତକାଲି ଦେବୀ ଯମୁନାଙ୍କ ଜନ୍ମଦିନ ଅବସରରେ, ତୀର୍ଥ ପୁରୋହିତଙ୍କ ଦ୍ୱାରା ଯମୁନୋତ୍ରୀ ଧାମର କବାଟ ଖୋଲିବାର ଶୁଭ ମୁହୂର୍ତ୍ତ ସ୍ଥିର କରାଯାଇଛି । ଅକ୍ଷୟ ତୃତୀୟାରେ ଭକ୍ତଙ୍କ ଦର୍ଶନ ପାଇଁ ଖୋଲାଯିବ ଯମୁନୋତ୍ରୀ ଧାମର ଦ୍ୱାର । ଗ୍ରୀଷ୍ମକାଳରେ ଛଅ ମାସ ପର୍ଯ୍ୟନ୍ତ ଦେଶ ବିଦେଶରୁ ଆସୁଥିବା ତୀର୍ଥଯାତ୍ରୀମାନେ ଯମୁନୋତ୍ରୀ ଧାମରେ ଦେବୀ ଯମୁନାଙ୍କୁ ଦର୍ଶନ କରିପାରିବେ ।
BREAKING NEWS
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ
- ଇରାନୀ କପ୍: ଜାମ୍ମୁ-କାଶ୍ମୀରକୁ ହରାଇ ଚାମ୍ପିୟନ୍ ହେଲା ରେଷ୍ଟ ଅଫ୍ ଇଣ୍ଡିଆ
- ନୟାପଲ୍ଲୀ ଦୁଷ୍କର୍ମ ଘଟଣା:ମୁଖ୍ୟଅଭିଯୁକ୍ତଙ୍କ ୨ ସହଯୋଗୀ ଗିରଫ
- India summons Pak: ପାକିସ୍ତାନରୁ ବେଆଇନ ଅନୁପ୍ରବେଶକୁ ନେଇ ଭାରତର ଦୃଢ଼ ପ୍ରତିବାଦ;ପାକ୍ ହାଇକମିଶନଙ୍କୁ ସମନ୍

Comments are closed.