ନୂଆଦିଲ୍ଲୀ: ୟେସ୍ ବ୍ୟାଙ୍କ ମାମଲାରେ ସିବିଆଇର ଘନ ଘନ ଚଢ଼ାଉ । ପ୍ରତିଷ୍ଠାତା ରାଣା କପୁର ଓ ଅନ୍ୟମାନଙ୍କ ବିରୋଧରେ ଦିଆଯାଇଥିବା ଏଫ୍ଆଇଆର୍ ଆଧାରରେ ସିବିଆଇ ୭ଟି ସ୍ଥାନରେ ଚଢ଼ାଉ କରିଛି । ଆଜି ମୁମ୍ବାଇ ସ୍ଥିତ ଡିଏଚ୍ଏଫ୍ଏଲ, ଆର୍କେଡବ୍ଲୁ ଡେଭଲପର୍ସ ଏବଂ ଡୁଇଟ ଅର୍ବାନ ଭେଂଚର୍ସ ପ୍ରାଇଭେଟ୍ ଲିମିଟେଡ ଆଦି କମ୍ପାନୀର ମାଲିକାନା ସହ ସମ୍ପୃକ୍ତି ଥିବା ପ୍ରତିଷ୍ଠାନ ଓ ରାଣା କପୁରଙ୍କ ବାସ ଭବନରେ ରେଡ୍ ହୋଇଛି ।
ୟେସ୍ ବ୍ୟାଙ୍କରୁ ଋଣ ପାଇବାକୁ ଡଏଚ୍ଏଫ୍ଏଲ୍ ରାଣା କପୁରଙ୍କ ପରିବାରକୁ ୬ଶହ କୋଟି ଟଙ୍କା ଲଂଚ ଦେଇଥିବା ଅଭିଯୋଗ ହୋଇଥିଲା । ଏଫ୍ଆଇଆର୍ରେ ଉଲ୍ଲେଖ ରହିଛି ଯେ, ୨୦୧୮ ଏପ୍ରିଲରୁ ଜୁମ୍ ମାସ ମଧ୍ୟରେ ଏହି ଦୁର୍ନୀତି ଆରମ୍ଭ ହୋଇଥିଳା । ଏହି ସମୟରେ ୟେସ୍ ବ୍ୟାଙ୍କ ଡିଏଚ୍ଏଫ୍ଏଲ୍’ର ସ୍ପଳ୍ପ ମିଆଦି ଡିବେନ୍ଚରର୍ସରେ ୩୭୦୦ କୋଟି ଟଙ୍କା ବିନିଯୋଗ କରିଥିଲା ବୋଲି ସୂଚନା ମିଳିଛି ।
BREAKING NEWS
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ

Comments are closed.