ନୂଆଦିଲ୍ଲୀ: ମାର୍ଚ୍ଚ ୧୮ ତଥା ଆସନ୍ତା ବୁଧବାରରୁ ପୁଣି କାର୍ଯ୍ୟକ୍ଷମ ହେବ ଦେବାଳିଆ ହୋଇପଡିଥିବା ୟେସ୍ ବ୍ୟାଙ୍କ । ସନ୍ଧ୍ୟା ୬ଟାରୁ ପୁଣି ଥରେ ପୂର୍ଣ୍ଣକାଳୀନ ସେବା ଯୋଗାଇଦେବ ୟେସ୍ ବ୍ୟାଙ୍କ । ଏନେଇ ବ୍ୟାଙ୍କ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ତେବେ ଦେଶରେ ଥିବା ୧,୧୩୨ଟି ୟେସ୍ ବ୍ୟାଙ୍କର ଶାଖା ଆସନ୍ତା ମାର୍ଚ୍ଚ ୧୯ରୁ ପୂର୍ଣ୍ଣ ଭାବେ ସେବା ଯୋଗାଇବ ।
ଏହି ସୁବିଧା ଉଭୟ ଡିଜିଟାଲ ଓ କାଉଂଟରହେର ଉପଲବ୍ଧ ହେବ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦ୍ର ସରକାର ଓ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏହି ଘରୋଇ ବ୍ୟାଙ୍କର ପୁର୍ପରୁଦ୍ଧାର ପାଇଁ ସହଯୋଗର ହାତ ବଢ଼ାଇବା ପରେ ଏହା ସମ୍ଭବ ହୋପାରିଛି ।
ଆର୍ବିଆଇ ୟେସ୍ ବ୍ୟାଙ୍କରୁ ଟଙ୍କା ଉଠାଣ ନେଇ କଟକଣା ଜାରି କରିଥିଲା । ଏହାପରେ ଇଂଟନେଟ୍ ବ୍ୟାଙ୍କିଙ୍ଗ, ୟୁପିଆଇ ପେମେଂଟ ଓ ଏଟିଏମ୍ରୁ ଟଙ୍କା ଉଠାଣ ବାଧାପ୍ରାପ୍ତ ହୋଇଥିଲା ।
BREAKING NEWS
- Heavy Rain & Floods in Odisha:ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି; ଏରିଅଲ ସର୍ଭେରେ ଯିବେ ମୁଖ୍ୟମନ୍ତ୍ରୀ
- ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍ରୁ ଉଠାଇ ପାରିବେ ଟଙ୍କା, ଲାଗିବନି ଏକ୍ସଟ୍ରା ଚାର୍ଜ
- ଶସ୍ତା ଇନ୍ଧନ ଓ କମ୍ ପ୍ରଦୂଷଣ: ଖୁବଶୀଘ୍ର ରାସ୍ତାକୁ ଓହ୍ଲାଇବ ଶହେ ପ୍ରତିଶତ ଇଥାନଲ୍ ଚାଳିତ ଗାଡ଼ି
- ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥର ବଡ଼ ପଦକ୍ଷେପ: ଭୁବନେଶ୍ୱର, ପୁରୀ ଓ ସମ୍ବଲପୁର ଟ୍ରେନ୍ରେ ଲାଗିବ ଅତିରିକ୍ତ ବଗି
- ଦେଶରେ ପ୍ରଥମ ଥର ଓଡ଼ିଶାରେ ଉନ୍ମୋଚିତ ହେଲା ‘ମାନସିକ ସ୍ୱାସ୍ଥ୍ୟ ମାର୍ଗଦର୍ଶିକା’
- Hospital in Western Odisha:ପଶ୍ଚିମ ଓଡ଼ିଶାରେ ୧୦୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ପ୍ରତିଷ୍ଠା କରିବ ବେଦାନ୍ତ
- ମୋଦୀଙ୍କୁ ଭୂୟସୀ ପ୍ରଶଂସା କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ:ଭାରତ ନିଜର ରଣନୈତିକ ନୀତି ଯୋଗୁଁ ନିଜର ଇନ୍ଧନ ଯୋଗାଣକୁ ସ୍ଥିର ରଖିବାରେ ସଫଳ
- ଜାପାନର ୧୧ ବର୍ଷୀୟ ଇ-ସ୍ପୋର୍ଟସ୍ ଖେଳାଳି ୟୁକି କୁରିହାରା ଏସୀୟ କ୍ରୀଡ଼ାରେ ସ୍ଵର୍ଣ୍ଣ ପଦକ ଜିତି ରଚିଲେ ଇତିହାସ
- Spurious liquor:ମଦ୍ୟପାନ ନିଷିଦ୍ଧ ରାଜ୍ୟରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କ ଗଲା ଜୀବନ
- ଏସୀୟ କ୍ରୀଡ଼ା ୨୦୨୬: କବାଡ଼ିରେ ଭାରତକୁ ଡବଲ ସ୍ୱର୍ଣ୍ଣ

Comments are closed.