ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ବଣାଇ ଦେଉଳହୁଡି ଗାଁରେ ଚାଂଚଲ୍ୟ । ପାରିବାରିକ କଳହରୁ ଗୋଟିଏ ପରିବାରର ୪ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ବାପା, ମାଆ, ଓ ଦୁଇ ଶିଶୁ ଅଛନ୍ତି । ହତ୍ୟା ସନ୍ଦେହରେ ପୋଲିସ ମୃତକଙ୍କ ସାନ ଭାଇକୁ ଅଟକ ରଖି ପଚରା ଉଚରା କରୁଛି ।
ସୂଚନା ମୁତାବକ, ଜମିବାଡି ବିବାଦକୁ ନେଇ ସାନ ଭାଇ ସହ ବଡ ଭାଇର ଝଗଡା ହୋଇଥିଲା । ତେବେ ଏଥିରେ ଉତ୍କ୍ଷିପ୍ତ ହୋଇ ସାନ ଭାଇ, ବଡ ଭାଇ ସମେତ ତା’ର ପରିବାରକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଜଣାପଡିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ସାନ ଭାଇକୁ ପୋଲିସ ଅଟକ ରଖି ତଦନ୍ତ ଜରି ରଖିଛି । ଏହି ଘଟଣା ଏବେ ସ୍ଥାନୀୟ ଅଚଂଳରେ ଚର୍ଚ୍ଚାର ବିଷୟ ପାଲଟିଛି ।
BREAKING NEWS
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
Comments are closed.