ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶାର ସ୍ଥିତି ଅନ୍ୟ ରାଜ୍ୟ ମାନଙ୍କଠାରୁ ବହୁତ ଭଲ ଅଛି । ରାଜ୍ୟବାସୀ ଯଦି ସରକାରଙ୍କ ନିୟମ ମାନି ଚଳିବେ, ସରକାରଙ୍କୁ ପୁରା ସହଯୋଗ ଯୋଗାଇ ଦେବେ ତେବେ ଓଡିଶା, କରୋନା ନିୟନ୍ତ୍ରଣ କରିବାରେ ସାରା ଦେଶରେ ଇତିହାସ ସୃଷ୍ଟି କରିପାରିବ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଆମେ ସାବଧାନ ରହିବା ଏବଂ ଧୌର୍ଯ୍ୟ ରଖିବା । ବାହାରୁ ଆସୁଥିବା ଲୋକଙ୍କ ରେଜିଷ୍ଟେସନ କରିବା । ସେମାନଙ୍କୁ କ୍ୱାରେଂଟାଇନରେ ରଖିବାରେ ସରକାରଙ୍କୁ ପୁରା ସହଯୋଗ କରିବା ।
BREAKING NEWS
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
- ଜାତୀୟ ସଙ୍ଗୀତ ଗାୟନ ବିବାଦ ପରେ ଇରାନର ୫ ଖେଳାଳିଙ୍କୁ ମାନବୀୟ ଭିଜା ଦେଲା ଅଷ୍ଟ୍ରେଲିଆ
- ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା
- “Rahul Gandhi ‘urban naxal'”: ରାହୁଲଙ୍କ ଉପରେ ବର୍ଷିଲେ କେନ୍ଦ୍ର ମନ୍ତ୍ରୀ, କହିଲେ, ‘ନକ୍ସଲ… ନିର୍ବୋଧ ରାଜକୁମାର…’
- ବିପୁଳ ପରିମାଣର ଗଞ୍ଜେଇ ସହ ନଗଦ ୪ ଲକ୍ଷ ଟଙ୍କା ଜବତ, ଦୁଇ ଗିରଫ
Comments are closed.