ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ଲଜ୍ଜା । ଜଣେ ୪ ବର୍ଷର ଶିଶୁ କନ୍ୟାଙ୍କୁ ଦୁଷ୍କର୍ମ ଅଭିଯୋଗ । ବନ୍ଧା ଗେଲେ ଜଣେ ଯୁବକ । ବାରିପଦା ଟାଉନ ଥାନା ଅଞ୍ଚଳରେ ଘଟିଛି ଏପରି ଲଜ୍ଜାଜନକ ଘଟଣା । ଜଙ୍ଗଲକୁ ବୁଲାଇ ନେବା ବାହାନାରେ ଅଭିଯୁକ୍ତ ନାବାଳିକାଙ୍କୁ ସାଙ୍ଗରେ ନେଇଥିଲା । ପରେ ଏକୁଟିଆ ପାଇ ତାଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତକୁ ଗିରଫ କରିବା ସହ ପଚରାଉଚରା କରିଛି ପୋଲିସ । ତଦନ୍ତ ଜାରି ରହିଛି ।
BREAKING NEWS
- Physical Education: ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
- Brain behind Iran’s ‘Mosaic Defence’: କେମିତି ଇସ୍ରାଏଲ-ଆମେରିକା ଆଗରେ ଏପର୍ଯ୍ୟନ୍ତ ଦୃଢ଼ ଭାବେ ଛିଡ଼ା ହୋଇଛି ଇରାନ? ପଛରେ ଅଛି ଏହି ବ୍ୟକ୍ତିଙ୍କ ମାଷ୍ଟରମାଇଣ୍ଡ…
- ରାଜ୍ୟରେ ସ୍ଥାପନ ହେବ ୫୧୮୨ ମୋବାଇଲ୍ ଟାୱାର, ଉପକୃତ ହେବ ଏତିକି ଗାଁ..
- କୋହଲି, ରୋହିତଙ୍କ ପାଇଁ ବାୟା ହେଉଛନ୍ତି ବିଦେଶୀ ବୋର୍ଡ
- Is Neena Gupta Pregnant?: ୬୬ ବର୍ଷ ବୟସରେ କ’ଣ ସତରେ ମା’ ହେବାକୁ ଯାଉଛନ୍ତି ନୀନା ଗୁପ୍ତା? ଏମିତି କହିଦେଲେ… ଫ୍ୟାନ୍ସ ବି ଆଚମ୍ବିତ!
- Loot: ବନ୍ଧୁକ ଦେଖାଇ ମାରପିଟ୍ କରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ଠାରୁ ଲୁଟ୍
- ଶୁବଶୀଘ୍ର ଅଗ୍ନିଶମ ସେବା କ୍ଷେତ୍ରରେ ନିଯୁକ୍ତି ପାଇବେ ମହିଳା…
- ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ASI
- LPG cylinder shortage: ଏଲପିଜି ନିଅଣ୍ଟ ନେଇ କଂଗ୍ରେସର ପ୍ରତିବାଦ, ବିଜେପି ମୁଖ୍ୟାଳୟକୁ ନେଇଗଲା ମାଟି ଚୁଲି
- ବେଆଇନ ବାଲି ଚୋରାଚାଲାଣ ଉପରେ ଲାଗିବ ଅଙ୍କୁଶ, ବାଲିଘାଟ ଜଗିବେ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ
Comments are closed.